ଜଅନ୍ 18:31 - ସତିଅର୍ ବାଟ୍ ନୁଆ ନିୟମ୍ 202031 ସେଡ୍କି ବେଲା ପିଲାତ୍ ସେମନ୍କେ କଇଲା, “ତମେ ତାକେ ଦାରିଜାଇକରି ତମର୍ ନିୟମ୍ ଇସାବେ ବିଚାର୍ କରା ।” ଜିଉଦି ନେତାମନ୍ କଇଲାଇ, “ଗଟେକ୍ ଲକ୍କେ ମରନ୍ ଡଣ୍ଡ୍ ଦେବାଟା ରମିୟ ସର୍କାର୍କେ ସେ ଆଚେ । ଜିଉଦି ଲକ୍ମନ୍ କାକେମିସା ମରନ୍ ଡଣ୍ଡ୍ ଦେବାକେ ଆମର୍ ଅଦିକାର୍ ନାଇ ।” အခန်းကိုကြည့်ပါ။ |