40 ମାତର୍ ଲକ୍ମନ୍ ଆଉଲିଅଇକରି କଇଲାଇ, “ନାଇ ଏ ଲକ୍କେ ନାଇ, ମାତର୍ ବାର୍ବାକେ ମୁକ୍ଲାଇ ଦିଆସ୍ ।” ଏ ବାରବ୍ବା ଗଟେକ୍ ଡାକୁ ଲକ୍ ରଇଲା ।
ତାର୍ ପଚେ ଜିସୁ ତେଇ ଟୁଲ୍ଅଇରଇବା ଲକ୍ମନ୍କେ କଇଲା, “ମୁଇ କାଇ ଗଟେକ୍ ପାଲାଇବା କାଙ୍ଗାର୍ଜେ ଟେଙ୍ଗ୍ ଡାଙ୍ଗ୍ ଆରି କାଣ୍ଡା ଦାରି ମକେ ଦାର୍ବାର୍ ଆସିଆଚାସ୍ ? ମୁଇ ସବୁ ଦିନ୍ ମନ୍ଦିରେ ବସି ସିକିଆ ଦେଇତେ ରଇଲି, ସେବେଲେତା ମକେ ଦାରାସ୍ ନାଇ !
ସେବେଲେ ବାର୍ବା ନାଉଁର୍ ଗଟେକ୍ ବଡ୍ ଟାଉଟରିଆ ନର୍ମାରୁ ବନ୍ଦି ଅଇରଇଲା ।
ସାରାସାରି ପିଲାତ୍ ବାର୍ବାକେ ମୁକ୍ଲାଇଦେଇ ଜିସୁକେ କର୍ଡା ସଙ୍ଗ୍ ମାର୍ବାକେ ଆଦେସ୍ ଦେଲା, ତାର୍ ପଚେ କୁର୍ସେ ମରାଇବା ପାଇ ସନିଅମନ୍କେ ସର୍ପି ଦେଲାଇ ।
ସେଟାର୍ପାଇ ପିଲାତ୍ ଲକ୍ମନ୍କେ ସାର୍ଦା କରାଇବାକେ ମନ୍କରି ବାର୍ବାକେ ବନ୍ଦି ଗରେଅନି ମୁକ୍ଲାଇଦେଇ ଜିସୁକେ କର୍ଡା ସଙ୍ଗ୍ ମାରି, କୁରୁସ୍କାଟେ କୁଟିମାରି ମରାଇଦେବାକେ ସନିଅମନ୍କେ ସର୍ପିଦେଲା ।
ସେବେଲେ ସର୍କାରର୍ ବିରୁଦେ ଦାବିକରି ବାର୍ବା ନାଉଁର୍ ଗଟେକ୍ ଲକ୍ ବନ୍ଦି ଅଇରଇଲା । ଏ ଲକ୍ ଆରି କେତେଟା ଲକ୍ମନର୍ ସଙ୍ଗ୍, ଲକ୍ମନ୍କେ ମରାଇ ବନ୍ଦି ଅଇରଇଲା ।
ପଚେ ପିଲାତ୍ ଲକ୍ମନର୍ କଇବା ଇସାବେ, ବାର୍ବା ନାଉଁର୍ ଲକ୍ ଜେ କି, ଆଗ୍ତୁ ଗଟେକ୍ ଲକ୍କେ ମରାଇରଇଲା ଆରି ସର୍କାରର୍ ବିରୁଦେ ବୁଲ୍କାମ୍ କରି ବନ୍ଦି ଅଇରଇଲା, ତାକେ ମୁକ୍ଲାଇଲା । ଜିସୁକେ ତାକର୍ ମନ୍କଲା ଇସାବେ ଡଣ୍ଡ୍ ଦେବାକେ ସର୍ପିଦେଲା ।