7 ଜିସୁ ସେମନ୍କେ ଆରିତରେକ୍ ପାଚାର୍ଲା, “ତମେ କାକେ କଜ୍ଲାସ୍ନି ?” ସେମନ୍ କଇଲାଇ, “ଆମେ ନାଜରିତିୟ ଜିସୁକେ କଜ୍ଲୁନି ।”
ମାତର୍ ଆରିଗଟେକ୍ ବିନ୍ ସପନ୍ ଇସାବେ ଗାଲିଲି ଦେସେ ଜାଇକରି ନାଜରିତ୍ ନାଉଁର୍ ଗଡେ ବାସା ଅଇ ରଇଲା । ଜେନ୍ତାର୍ କି ବବିସତ୍ବକ୍ତା କଇଲା ଏ ବାକିଅ ସିଦ୍ ଅଇଲା । ସେ ଏନ୍ତି ବଲି କଇରଇଲା, “ସେ ନାଜରିତିୟା ବଲି ଡାକ୍ପୁଟା ଅଇସି ।”
ସେବେଲା କାଇ କାଇ ଗଟ୍ନାମନ୍ ଗଟ୍ସି, ସେଟା ସବୁ ଜିସୁ ଜାନିକରି ଆଗ୍ତୁ ଗାଲା ଆରି ସେମନ୍କେ “ତମେ କାକେ କଜ୍ଲାସ୍ନି ?” ବଲି ପାଚାର୍ଲା ।
ଜିସୁ ଜେଡେବେଲା “ମୁଇ ଆକା ସେ ଲକ୍ ।” ବଲି ସେମନ୍କେ କଇଲା, ସେ ଲକ୍ମନ୍ ପଚେ ଗୁଚିଜାଇ ତଲେ ଅଦର୍ଲାଇ ।
ଜିସୁ କଇଲା, “ମୁଇ ଆକା ସେ ଲକ୍ ବଲି ତମ୍କେ କଇଲି । ତମେ ଜଦି ମକେ କଜ୍ଲାସ୍ନି ବଇଲେ ଏ ଲକ୍ମନ୍କେ ଚାଡିଦିଆସ୍ ।”