13 ପିଲାତ୍ ଜିଉଦି ନେତାମନର୍ଟାନେଅନି ଏ କାତା ସୁନିକରି ଜିସୁକେ ବାର୍କରାଇ ଆନି ପାକ୍ନାଇ ତିଆର୍ ଅଇରଇଲା ବିଚାର୍ କର୍ବା ମଣ୍ଡପେ ବସ୍ଲା । ଜନ୍ଟାକି ଇବ୍ରୁ ବାସାଇ ଗବ୍ବତା ବଲି କଇବାଇ ।
ପିଲାତ୍ ବିଚାର୍ନା ଜାଗାଇ ବସି ରଇଲାବେଲେ ତାର୍ ମାଇଜି ଗଟେକ୍ କବର୍ କଇଲା, “କାଇ ଦସ୍ପାପ୍ ନ କଲା ସେ ଲକ୍କେ କାଇଟା କରା ନାଇ । କାଲି ରାତି ସପ୍ନେ ତାର୍ ଲାଗି ମୁଇ ବେସି କସ୍ଟ ପାଇଲି । ”
ମାତର୍ କାକେ ଡର୍ସା, ସେଟା ମୁଇ ତମ୍କେ ଜାନାଇବି, ମରାଇଲାପଚେ ନର୍କେ ପିଙ୍ଗ୍ବାକେ ଜାର୍ ଅଦିକାର୍ ଆଚେ, ତାକେ ଡରା, ଉଁ ମୁଇ ତମ୍କେ ସତ୍ କଇଲିନି, ପର୍ମେସର୍କେ ଡରା ।
ଜିସୁ ତାର୍ ନିଜର୍ କୁର୍ସ ବଇକରି ନଅରର୍ ବାଇରେ ରଇବା କାପାଲ୍ ନାଉଁର୍ ଜାଗାଇ ଗାଲା । ଏବ୍ରି ବାସାଇ ସେ ଜାଗାକେ ଗଲ୍ଗାତା ବଲି କଇବାଇ ।
ଜିସୁକେ ଜନ୍ ଜାଗାଇ କୁର୍ସେ ଚଗାଇ ରଇଲାଇ, ସେଟା ଗଡେ ଅନି ବେସି ଦୁର୍ ନ ରଇଲା । ସେ ବର୍ଡେ ଏବ୍ରି ବାସାଇ, ଲାଟିନ୍ ବାସାଇ ଆରି ଗିରିକ୍ ବାସାଇ ଲେକାଅଇରଇଲା । ବେସି ଲକ୍ମନ୍ ତେଇ ଲେକ୍ଲାଟା ପଡ୍ଲାଇ ।
ତେଇ ପିଲାତ୍ ଏ କାତା ସୁନିକରି ଅଦିକ୍ ଡରିଗାଲା ।
ଜିରୁସାଲାମର୍ ମେଣ୍ଡା ଦୁଆର୍ ଲଗେ ଗଟେକ୍ ବନ୍ଦ୍ ରଇଲା । ସେଟାକେ ଏବ୍ରି ବାସାଇ ବେତେସ୍ଦା ବଲି କଇବାଇ । ତେଇ ପାଁଚ୍ଟା ମଣ୍ଡପ୍ ରଇଲା ।
ମାତର୍ ପିତର୍ ଆରି ଜଅନ୍ କଇଲାଇ, “ତମର୍ ବାଦିଅ ଅଇବୁ, କି ପରମେସରର୍ ବାଦିଅ ଅଇବୁ, କନ୍ ବିସଇ ପରମେସରର୍ ମୁଆଟେ ଟିକ୍ ସେଟା ତମେ ବିଚାର୍ କରା ।