19 ଆରି ପିଲାତ୍ ନିଜେ ଗଟେକ୍ ବରଡ୍ ଲେକି କୁର୍ସେ ଅଲାଇବାକେ ଆଦେସ୍ ଦେଲା । ସେ ବରଡ୍ତେଇ ନାଜରିତିୟ ଜିସୁ, ଜିଉଦିମନର୍ ରାଜା ବଲି ଲେକିରଇଲା ।
ମାତର୍ ଆରିଗଟେକ୍ ବିନ୍ ସପନ୍ ଇସାବେ ଗାଲିଲି ଦେସେ ଜାଇକରି ନାଜରିତ୍ ନାଉଁର୍ ଗଡେ ବାସା ଅଇ ରଇଲା । ଜେନ୍ତାର୍ କି ବବିସତ୍ବକ୍ତା କଇଲା ଏ ବାକିଅ ସିଦ୍ ଅଇଲା । ସେ ଏନ୍ତି ବଲି କଇରଇଲା, “ସେ ନାଜରିତିୟା ବଲି ଡାକ୍ପୁଟା ଅଇସି ।”
ତାର୍ ବିରୁଦେ ଲେକାଅଇରଇବା ଗଟେକ୍ ବରଡ୍ ଲେକି ତାର୍ ମୁଣ୍ଡ୍ ଉପ୍ରେ, ଜୁଲାଇ ରଇଲାଇ । ସେ ବରଡ୍ ଲଗେ ଏନ୍ତି ଲେକାଅଇରଇଲା, ଏ ଅଇଲାନି ଜିଉଦିମନର୍ ରାଜା, ଜିସୁ ।
ଆରି “ଏଟା ଜିଉଦିମନର୍ ରାଜା । ” ବଲି ନିନ୍ଦା କାତା ଲେକି କୁରୁସ୍ ଉପ୍ରେ ଡସାଇଲାଇ ।
ସେ ଲକ୍ମନ୍ କାଣାକେ କଇଲାଇ, “ନାଜରିତ୍ ଗାଉଁର୍ ଜିସୁ ଏ ବାଟେ ଗାଲାନି ।”
ଆରି ତାର୍ କୁର୍ସର୍ ଟିପେ ଏଟା ଜିଉଦିମନର୍ ରାଜା, ବଲି ଲେକି ଅଲାଇଦେଲାଇ ।
ତାର୍ ପଚେ ନିତନିଏଲ୍ ଜିସୁକେ କଇଲା, “ଏ ଗୁରୁ, ତମେ ପର୍ମେସରର୍ ପିଲା ଆରି ଇସ୍ରାଏଲର୍ ରାଜା !”
ପିଲାତ୍ ଆରି ତରେକ୍ ମେଡ୍ ବିତ୍ରେ ବାଉଡି ଜାଇକରି, ଜିସୁକେ ଡାକି ପାଚାର୍ଲା, “ତୁଇ କାଇ ଜିଉଦି ମନର୍ ରାଜା କି ?”
ଏ କାତା ସୁନି ପିଲାତ୍ ଜିସୁକେ ମୁକ୍ଲାଇବାକେ ଚେସ୍ଟା କଲା । ମାତର୍ ଜିଉଦି ଲକ୍ମନ୍ ଆଉଲିଅଇ କଇଲାଇ, “ତୁଇ ଜଦି ଆକେ ମୁକ୍ଲାଇସୁ ବଇଲେ, ସମ୍ରାଟର୍ ମଇତର୍ ନଉଁସ୍ । ଜେ ନିଜ୍କେ ରାଜା ବଲି ଦାବି କର୍ସି, ସେ ତାର୍ ବିରଦେ କଇଲାନି ।”
ସେଦିନେ ନିସ୍ତାର୍ ପରବର୍ ପାଇ ତିଆର୍ ଅଇବା ଦିନ୍ ରଇଲା । ସେଟା ସେଦିନର୍ ଆଡ୍ବେଲାଇ ଅଇ ଆଇତେ ରଇଲା । ଆରି ପିଲାତ୍ ଜିଉଦିନେତାମନ୍କେ କଇଲା, “ଏଦେ ଦେକା ! ତମର୍ ରାଜା !”
ସେବେଲା ଜିଉଦିମନର୍ ମୁକିଅ ପୁଜାରିମନ୍ ପିଲାତ୍କେ କଇଲାଇ “ ଜିଉଦିମନର୍ ରାଜା ବଲି ନ ଲେକି, ସେ ନିଜେ ମୁଇ ଜିଉଦିମନର୍ ରାଜା ବଲି କଇଲା ପାରା ଲେକ୍ ।”
ସେମନ୍ ଜିସୁର୍ ଲଗେ ଆସିକରି କଇଲାଇ “ଏ ଜିଉଦିମନର୍ ରାଜା ଜୁଆର୍ ! ତୁଇ ବେସି ବରସ୍ ବଁଚ୍ !” ବଲି ତାକେ ଚାପଡ୍ ଚାପଡ୍ ମାର୍ଲାଇ ।
“ମୁଇ ମିସା ସେମନର୍ ପାରା ରଇଲି । ନାଜରିତିୟ ଜିସୁର୍ ବାଟେ ଜିବା ସବୁ ଲକ୍ମନର୍ ବିରୁଦେ ମର୍ ଜେତ୍କି ବପୁ ସଙ୍ଗ୍ ମିସା କାମ୍ କର୍ବାର୍ ଆଚେ ବଲି ଚିନ୍ତା କଲି ।
ମାତର୍ ପିତର୍ ତାକେ କଇଲା, “ମର୍ଲଗେ ସୁନା କି ରୁପା ନାଇ, ମକେ ଜାଇଟା ଆଚେ ସେଟା ତକେ ଦେଲିନି । ନାଜରିତର୍ ଜିସୁର୍ ନାଉଁଦାରି ମୁଇ ଆଦେସ୍ ଦେଲିନି, ଉଟ୍ ଆରି ଇଣ୍ଡ୍ !”