2 ସନିଅମନ୍ କାଟାର୍ ମୁକୁଟ୍ ତିଆର୍ କରି ଜିସୁର୍ ମୁଣ୍ଡେ ପିନ୍ଦାଇଲାଇ ଆରି ଜାମ୍କଲି ରଙ୍ଗର୍ ପଚିଆ ଗାଗ୍ଡେ ପିନ୍ଦାଇଦେଲାଇ ।
ଏରଦ୍ ଆରି ତାର୍ ସନିଅମନ୍ ଜିସୁକେ କିଜାଇଲାଇ ଆରି ନିନ୍ଦା କଲାଇ । ଜିସୁକେ ରାଜାମନ୍ ପିନ୍ଦ୍ବା ନିମାନ୍ ପଚିଆ ପିନ୍ଦାଇ ପିଲାତ୍ଟାନେ ପାଟାଇ ଦେଲାଇ ।
ସେବେଲା ଜିସୁ କାଟାର୍ ମୁକୁଟ୍ ଆରି ଜାମ୍କଲି ରଙ୍ଗର୍ ପଚିଆ ପିନ୍ଦି ଡାଣ୍ଡେ ଆଇଲା । ପିଲାତ୍ ସେମନ୍କେ କଇଲା, “ଏଦେ ଦେକା ! ଏଦେ ସେ ଲକ୍ !”