21 ସେବେଲା ଜିଉଦିମନର୍ ମୁକିଅ ପୁଜାରିମନ୍ ପିଲାତ୍କେ କଇଲାଇ “ ଜିଉଦିମନର୍ ରାଜା ବଲି ନ ଲେକି, ସେ ନିଜେ ମୁଇ ଜିଉଦିମନର୍ ରାଜା ବଲି କଇଲା ପାରା ଲେକ୍ ।”
ସେଦିନେ ନିସ୍ତାର୍ ପରବର୍ ପାଇ ତିଆର୍ ଅଇବା ଦିନ୍ ରଇଲା । ସେଟା ସେଦିନର୍ ଆଡ୍ବେଲାଇ ଅଇ ଆଇତେ ରଇଲା । ଆରି ପିଲାତ୍ ଜିଉଦିନେତାମନ୍କେ କଇଲା, “ଏଦେ ଦେକା ! ତମର୍ ରାଜା !”
ଆରି ପିଲାତ୍ ନିଜେ ଗଟେକ୍ ବରଡ୍ ଲେକି କୁର୍ସେ ଅଲାଇବାକେ ଆଦେସ୍ ଦେଲା । ସେ ବରଡ୍ତେଇ ନାଜରିତିୟ ଜିସୁ, ଜିଉଦିମନର୍ ରାଜା ବଲି ଲେକିରଇଲା ।