ଜଅନ୍ 19:23 - ସତିଅର୍ ବାଟ୍ ନୁଆ ନିୟମ୍ 202023 ଜିସୁକେ କୁର୍ସେ ଚଗାଇଲା ପଚେ, ଚାର୍ଟା ସନିଅମନ୍ ତାର୍ ପଚିଆ ନେଇ ଚାରି ବାଗ୍ କଲାଇ । ସବୁ ସନିଅମନ୍କେ ଗଟେକ୍ ଗଟେକ୍ ବାଗ୍ ମିଲ୍ଲା । ସେମନ୍ ଜିସୁ ଉପ୍ରେ ପିନ୍ଦ୍ବା ବସ୍ତର୍ ମିସା ବେଟ୍ଲାଇ । ସେ ବସ୍ତର୍ ସିଲାଇ ନ ଅଇ ଉପ୍ରେଅନି ତଲେ ଜାକ ଗଟେକ୍ସେ ରଇଲା । အခန်းကိုကြည့်ပါ။ |