ଜଅନ୍ 19:24 - ସତିଅର୍ ବାଟ୍ ନୁଆ ନିୟମ୍ 202024 ସେଟାର୍ପାଇ ସେମନ୍ ନିଜର୍ ନିଜର୍ ବିତ୍ରେ କାତା ଅଇଲାଇ । “ଆମେ ଏ ପଚିଆ ନ ଚିରିକରି ଏଟା କାକେଅଇସି ବଲି ଜାନ୍ବାକେ କେଡ୍ ପୁଟାଉଁ ।” ଜେନ୍ତିକି ସାସ୍ତରେ ଲେକାଅଇଲା କାତା ସିଦ୍ ଅଇବାକେ ଏନ୍ତି ଅଇଲା । “ମର୍ ପଚିଆ ସେମନ୍ ନିଜର୍ ନିଜର୍ ବିତ୍ରେ ବାଟା କଲାଇ, ଆରି ମୁଇ ପିନ୍ଦ୍ବା ପଚିଆର୍ ପାଇ କେଡ୍ପୁଟାଇଲାଇ ।” ସେଟାସେ ସନିଅମନ୍ କଲାଇ । အခန်းကိုကြည့်ပါ။ |