29 ତେଇ ଗଟେକ୍ ନକିଟାନେ ଚପ୍ରା ଅଙ୍ଗୁର୍ ରସ୍ ରଇଲା । ସନିଅମନ୍ ଗଟେକ୍ ସୁତାର୍ ଗର୍ଣ୍ଡା ଚବାଲ୍ଲାଇ ଆରି ଡେଙ୍ଗ୍ ସୁଲ୍ଡାଙ୍ଗ୍ ଟିପେ ବାନ୍ଦି ଜିସୁର୍ ଟଣ୍ଡ୍ଲଗେ ଲାମାଇଦେଲାଇ ।
ତେଇ ସେମନ୍ ଜିସୁକେ ପିତା ରଇବା ଅଙ୍ଗୁର୍ ରସ୍ କାଇବାକେ ଦେଲାଇ । ସେଟା ଜିସୁ ଅଲପ୍ ଚାକିକରି ଆରି କାଏନାଇ ।
ଗଟେକ୍ ଲକ୍ ପାଲାଇ ଜାଇ ପିତା ରଇଲା ଅଙ୍ଗୁର୍ରସ୍ଟାନେ ଗଟେକ୍ ସୁତାର୍ ଗର୍ଣ୍ଡା ବୁଡାଇଲା । ଆରି ସେଟା ଲାଟି ଟିପେ ବାନ୍ଦି କାଅ ବଲି ଜିସୁର୍ ମୁଆଟେ ଲାମାଇଦେଲା ।
ଜିସୁ ଆରି ତରେକ୍ ଆକ୍ମାରିକରି, ସାରାସାରି ଜିବନ୍ ଚାଡିଗାଲା ।
ତେଇଅନି ଗଟେକ୍ ଲକ୍ ପାଲାଇ ଜାଇ ଅଙ୍ଗୁର୍ ରସେ, ତୁଲା ବୁଡାଇ ଡାଙ୍ଗେ ବାନ୍ଦି ଉପ୍ରେ ଲାମାଇଦେଲା । ସେ ଲକ୍ କଇଲା, “ଏବେ ଏଲିୟ ଆସିକରି ଆକେ କୁର୍ସେ ଅନି ଉତ୍ରାଇଦେଇସି କି ନାଇ ଦେକୁ ।”
ଆରି ସନିଅମନ୍ ଜିସୁର୍ ଲଗେ ଆସିକରି ତାକେ ଗନ୍ଦ୍ବା ରସ୍ ଦେଇ କିଜାଇକରି କଇଲାଇ, ।