33 ମାତର୍ ଜେଡେବେଲା ସେମନ୍ ଜିସୁର୍ ଲଗେ ଆସି ଦେକ୍ଲାଇଜେ, ସେ ମରିଜାଇରଇଲା । ସେଟାର୍ପାଇ ସେମନ୍ ତାର୍ ଗଡ୍ ବାଙ୍ଗାଅତ୍ ନାଇ ।
ମାତର୍ ଟକି ମରିଗାଲାଆଚେ ବଲି ଜାନି ରଇଲାଇଜେ ଲକ୍ମନ୍ ଜିସୁକେ କିଜାଇବାର୍ ଦାର୍ଲାଇ ।
ସେଟାର୍ପାଇ ସନିଅମନ୍ ଜାଇ ଜିସୁର୍ ସଙ୍ଗ୍ ଚଗାଇଅଇରଇବା ଆରି ଦୁଇଲକର୍ ଗଡ୍ ବାଙ୍ଗାଇଦେଲାଇ ।
ମାତର୍ ଗଟେକ୍ ସନିଅ ଚେଲ୍ ସଙ୍ଗ୍ ତାର୍ ପାଞ୍ଜ୍ରା ତଲେ ବୁସ୍ଲା ଦାପ୍ରେ ବନି ଆରି ପାନି ବାରଇଲା ।