34 ମାତର୍ ଗଟେକ୍ ସନିଅ ଚେଲ୍ ସଙ୍ଗ୍ ତାର୍ ପାଞ୍ଜ୍ରା ତଲେ ବୁସ୍ଲା ଦାପ୍ରେ ବନି ଆରି ପାନି ବାରଇଲା ।
ତାର୍ ଆର୍କର୍ ଦିନର୍ ବିସ୍ରାମ୍ବାରେ ମୁକିଅ ପୁଜାରିମନ୍ ଆରି ପାରୁସିମନ୍ ପିଲାତ୍କେ ବେଟ୍ଅଇ କଇଲାଇ,
ମାତର୍ ଜେଡେବେଲା ସେମନ୍ ଜିସୁର୍ ଲଗେ ଆସି ଦେକ୍ଲାଇଜେ, ସେ ମରିଜାଇରଇଲା । ସେଟାର୍ପାଇ ସେମନ୍ ତାର୍ ଗଡ୍ ବାଙ୍ଗାଅତ୍ ନାଇ ।
ଜିସୁ ଏ କାତା କଇଲା ପଚେ ନିଜର୍ ଆତ୍ ଆରି ପାଞ୍ଜ୍ରା ଦେକାଇଲା । ସିସ୍ମନ୍ ମାପ୍ରୁକେ ଦେକିକରି ବେସି ସାର୍ଦା ଅଇଗାଲାଇ ।
ଆରି କାଇକେ ଅଲ୍ସମ୍ କଲୁସ୍ନି ? ଉଟ୍, ଡୁବନ୍ ନେ, ଆରି ତାକେ ପାର୍ତନା କରି ତର୍ ସବୁ ପାପେଅନି ପରିଚଲ୍ ଅ ।”
ମାତର୍ ପର୍ମେସର୍ ତମ୍କେ କିରିସ୍ଟ ଜିସୁର୍ ସଙ୍ଗ୍ ମିସାଇଆଚେ ଆରି ସେ କିରିସ୍ଟକେସେ ଆମର୍ପାଇ ଗିଆନ୍ ପାରା କରିଆଚେ । ତାର୍ଲାଗି ଆମେ ପର୍ମେସର୍ ସଙ୍ଗ୍ ସତ୍ ମିସାବିଡା ଅଇଲାଟା ଆରିତରେକ୍ ଜଡିଅଇଲାଆଚେ । ଆମେ ଦରମ୍ ଆରି ସୁକଲ୍ ଲକ୍ ଅଇ ପାପେ ଅନି ମୁକ୍ତି ପାଇଆଚୁ ।
ମାପ୍ରୁକେ ବିସ୍ବାସ୍ କର୍ବା ଆଗ୍ତୁ, ତମର୍ ବିତ୍ରେ କେ କେ ଏନ୍ତାରି ଅଇରଇଲାସ୍, ମାତର୍ ପର୍ମେସର୍ ତମର୍ ପାପ୍ ସବୁ ଦଇ ଦେଲା । ଆରି ମାପ୍ରୁ ଜିସୁ କିରିସ୍ଟ ଆରି ସୁକଲ୍ ଆତ୍ମାର୍ ଲାଗି ଦରମ୍ ବଲାଇ ଅଇଆଚାସ୍ ।
କିରିସ୍ଟ ପର୍ମେସରର୍ ବାକିଅ ସଙ୍ଗ୍ ଆରି ପାନିସଙ୍ଗ୍ ଦଇକରି ମଣ୍ଡ୍ଲିକେ ସୁକଲ୍ କଲା ।
ଏ ଜିସୁ କିରିସ୍ଟ ଆମର୍ ଲାଗି ମର୍ବାକେ ନିଜେ ସର୍ପିଅଇଲା । ପାପର୍ ବାନ୍ଦନେଅନି ମୁକ୍ଲାଇବାକେ ଆରି ତାର୍ପାଇ ସୁକଲ୍ ଲକ୍ କରାଇବାକେ ସେ ଏନ୍ତି କଲା । ସେ ଦେକ୍ବା ଇସାବେ, ଦରମ୍ କାମ୍ କର୍ବାକେ ବେସି ମନ୍ କର୍ବା ଲକ୍ ଅଇବାକେ ମିସା ।
ଆଗର୍ କାଲେ ଚେଲି ଆରି ବଲଦ୍ମନର୍ ବନି ଆରି ପଡାଇଲା ବାଚିପିଲାର୍ ଚାର୍ ଚିଚ୍ବାଟା, ଏସବୁ ଅସୁକଲ୍ ଅଇରଇବା ଲକ୍ମନର୍ ଗାଗଡ୍ ଦଇବା କାମ୍କେସେ ଆଇଲା ।
କାଇକେବଇଲେ ମସାର୍ ନିୟମ୍ ଇସାବେ ସବୁ ବିସଇ ସୁକଲ୍ କର୍ବାକେ, ବନି ଦର୍କାର୍ । ବନି ନ ଜରାଇଲେ ପାପ୍ କେମା ନ ଅଏ ।
ସେ ପାନି ଆମର୍ ଡୁବନ୍ ବିସଇ ଜାନାଇଲାନି । ତମେ ଡୁବନ୍ ନେଲାକେ ତମର୍ ଗାଗଡର୍ ମୁର୍କି ଦଇଅଇଲାର୍ ପାଇ ନଏଁ, ମାତର୍ ଗଟେକ୍ ନିକ ବିବେକ୍ ସଙ୍ଗ୍ ପର୍ମେସର୍କେ ଦେଇରଇଲା କାତାର୍ ଲାଗି ତମ୍କେ ମୁକ୍ତି କର୍ସି । ଜିସୁ କିରିସ୍ଟ ମଲାତେଇଅନି ଜିବନ୍ ଅଇକରି ଉଟ୍ଲାକେ ଏଟା ଅଇସି ।
ଜିସୁକିରିସ୍ଟ ପର୍ମେସରର୍ ପ ବଲିକରି, ଡୁବନ୍ ଦେଉ ଜଅନ୍ ତାକେ ପାନିତେଇ ଡୁବନ୍ ଦେଲା । ଆରି ସେ ମଲାବେଲେ ତାର୍ ବନି ରକଇଅଇଲା । ଏନ୍ତାରି ନଏଁ ଜେ ସେ ଅବ୍କା ପାନିସଙ୍ଗ୍ ଡୁବନ୍ ଅଇଲା, ମାତର୍ ତାର୍ ମରନେ ତାର୍ ବନି ରକଇଅଇଲା । ଏ ସବୁ ବିସଇ ସତ୍ ବଲି ସୁକଲ୍ଆତ୍ମା ଆମ୍କେ ସାକିଦେଲାନି । କାଇକେବଇଲେ ସେ ସତ୍ ଆତ୍ମା ।
ସୁକଲ୍ଆତ୍ମା, ଡୁବନ୍ ଅଇରଇବା ପାନି, ଆରି ରକଇଅଇରଇବା ବନି, ତିନ୍ଟାଜାକ ସାକିତେଇ ରାଜି ଅଇଆଚତ୍ ।
ଆରି ଜିସୁକିରିସ୍ଟ ଟାନେଅନି । ସେ ଆକା ପର୍ମେସରର୍ ବିସଇର୍ ସତ୍ ସାକି ଦେଇପାର୍ସି । ମଲା ଲକ୍ମନର୍ଟାନେଅନି ତାକେସେ ପର୍ତୁମ୍ ଉଟାଇରଇଲା । ଏ ଜଗତର୍ ସାସନ୍କାରିଆମନର୍ ଉପ୍ରେ ରଇବା ସାସନ୍କାରିଆ । ସେ ଆମ୍କେ ଆଲାଦ୍ କଲାନି । ଆମର୍ପାଇ ଗଟେକ୍ ବଲି ଇସାବେ ମଲାକେ ଆମର୍ ପାପେଅନି ସେ ଆମ୍କେ ମୁକ୍ଲାଇଆଚେ ।
ମୁଇ ତାକେ କଇଲି “ଆଗିଆ ମୁଇ ନାଜାନି, ତୁଇତା ଜାନୁସ୍ ।” ସେ ମକେ କଇଲା “ବେସି ବଡ୍ ତାଡ୍ନା ପଚେ ରକିଆ ପାଇ ଆଇଲାଇଆଚତ୍ । ମେଣ୍ଡାପିଲାର୍ ବନି ସଙ୍ଗ୍ ସେମନ୍ ତାକର୍ ବସ୍ତର୍ ଦଇକରି ଦବ୍ କଲାଇଆଚତ୍ ।”