ଜଅନ୍ 19:38 - ସତିଅର୍ ବାଟ୍ ନୁଆ ନିୟମ୍ 202038 ଏ ସବୁ ଗଟ୍ନା ଅଇଲା ପଚେ ଆରାମାତିଆ ଗଡର୍ ଜସେପ୍ ନାଉଁର୍ ଗଟେକ୍ ଲକ୍ ପିଲାତ୍କେ ଜିସୁର୍ ଗାଗଡ୍ ମାଙ୍ଗ୍ଲା । ଜସେପ୍ ଜିସୁର୍ ସିସ୍ ରଇଲା । ମାତର୍ ସେ ଜିଉଦି ନେତାମନ୍କେ ଡରିକରି ଜାନାଇ ନ ଅଇ ରଇତେ ରଇଲା । ପିଲାତ୍ ଜସେପ୍କେ ଜିସୁର୍ ଗାଗଡ୍ ନେ ବଇଲାକେ, ସେ ଜିସୁର୍ ମଲାଗାଗଡ୍ ଦାରି ଗାଲା । အခန်းကိုကြည့်ပါ။ |