ଜଅନ୍ 19:6 - ସତିଅର୍ ବାଟ୍ ନୁଆ ନିୟମ୍ 20206 ତାକେ ଦେକ୍ଲା ଦାପ୍ରେ ମୁକିଅ ପୁଜାରିମନ୍ ଆରି ମନ୍ଦିର୍ ଜାଗୁଆଲ୍ମନ୍ ଆଉଲିଅଇକରି କଇଲାଇ, “ତାକେ କୁରୁସେ ଚଗାଆ ! ତାକେ କୁର୍ସେ ଚଗାଆ !” ବଲି । ପିଲାତ୍ କଇଲା, “ତମେ ତାକେ ନେଇକରି କୁର୍ସେ ଚଗାଆ, କାଇକେ ବଇଲେ, ମୁଇ ତାର୍ଟାନେ କାଇ ବୁଲ୍ ମିସା ଦେକିନାଇ ।” အခန်းကိုကြည့်ပါ။ |