9 ପିଲାତ୍ ଜିସୁକେ ଆରିତରେକ୍ ତାର୍ ମେଡେ ବାଉଡାଇ ନେଇ ପାଚାର୍ଲା, “ତୁଇ କନ୍ତିଅନି ଆସିଆଚୁସ୍ ?” ମାତର୍ ଜିସୁ ତାକେ ପଦେକ୍ ମିସା କଏନାଇ ।
ମାତର୍ ଜିସୁ ଚିମ୍ରାଅଇ ରଇଲା । ବଡ୍ ପୁଜାରି କଇଲା, “ମୁଇ ତମ୍କେ ଜିବନ୍ ରଇବା ପର୍ମେସରର୍ ନାଉଁ ଦାରି ପର୍ମାନ୍ କରାଇ ପାଚାର୍ଲିନି, ସତ୍ କଅ, ତୁଇ କାଇ ପର୍ମେସରର୍ ପିଲା ମସିଅ କି ?”
ପିଲାତର୍ ସନିଅମନ୍ ଜିସୁକେ ରମିୟ ସାସନ୍କାରିଆର୍ ଗରେ ଦାରି ଗାଲାଇ ଆରି ତାର୍ ଚାରିବେଟ୍ତି ଟିଆଅଇଲାଇ ।
ସେଟାର୍ ପାଇ ଏରଦ୍ ତାକେ କାଇ କାଇ ବିସଇ ପାଚାର୍ବାର୍ ଦାର୍ଲା । ମାତର୍ ଜିସୁ ତାକେ କାଇବଲି ମିସା କଏ ନାଇ ।
ତାର୍ ପଚେ ଜିସୁକେ କାୟାପାର୍ ଗରେଅନି ରମିୟ ସର୍କାର୍ ପିଲାତର୍ତେଇ ଦାରିଗାଲାଇ । ସେଟା କୁକ୍ଡା ଡାକେ ଅଇରଇଲା । ଆରି ଜିସୁକେ ନିନ୍ଦା କର୍ବା ଲକ୍ମନ୍ ନିଜ୍କେ ଅସୁକଲ୍ ଅଇବାର୍ ଅଇସି ବଲିକରି ବିତ୍ରେ ଜାଅତ୍ନାଇ । କାଇକେ ବଇଲେ ନିସ୍ତାର୍ ପରବର୍ ବଜିର୍ ପାଇ ବଲି ସେମନ୍ ଅସୁକଲ୍ ଅଇବାକେ ମନ୍ ନ କର୍ତେରଇଲାଇ ।
ପିଲାତ୍ ଆରି ତରେକ୍ ମେଡ୍ ବିତ୍ରେ ବାଉଡି ଜାଇକରି, ଜିସୁକେ ଡାକି ପାଚାର୍ଲା, “ତୁଇ କାଇ ଜିଉଦି ମନର୍ ରାଜା କି ?”
ଜିସୁ ତାକେ କଇଲା, “ତୁଇ କାଇ ଏଟା ନିଜର୍ଟାନେଅନିସେ କଇଲୁସ୍ନି, କି ବିନ୍ ଲକ୍ମନ୍ ତକେ କଇଲାଜେ କଇଲୁସ୍ନି ?”
ସେବେଲେ ପିଲାତ୍ ତାକେ ପାଚାର୍ଲା, “ଏନ୍ତି ବଇଲେ ତୁଇ କାଇ ଗଟେକ୍ ରାଜା ନଉଁସ୍ କି ?” ଜିସୁ କଇଲା, “ତୁଇସେ ମକେ ରାଜା ବଲି କଇଲୁସ୍ନି । ମୁଇ ସତ୍ ବାଟେ ସାକି ଦେବାକେ ଆକା ଜନମ୍ କରି, ଏ ଦୁନିଆଇ ଆସିଆଚି । ଜନ୍ଲକ୍ମନ୍ ସତ୍ କଜ୍ଲାଇନି, ସେମନ୍ସେ ମର୍ କାତା ସୁନ୍ବାଇ ।”
ସେବେଲାଇ ପିଲାତ୍ ତାକେ କଇଲା, “ତୁଇ କାଇ ମର୍ ସଙ୍ଗ୍ କାତା ନ ଅଉସ୍ କି ? ତକେ ମୁକ୍ଲାଇବାର୍ ମର୍ ଅଦିକାର୍ ଆଚେ ଆରି କୁର୍ସେ ଚଗାଇବାର୍ ମିସା ମର୍ ଅଦିକାର୍ ଆଚେ । ଏଟା ତୁଇ ନାଜାନୁସ୍ କି ?”
ତେଇ ପିଲାତ୍ ଏ କାତା ସୁନିକରି ଅଦିକ୍ ଡରିଗାଲା ।
ଜିସୁ ସେମନ୍କେ କଇଲା, “ନାଇ, ମୁଇ ମର୍ ନିଜର୍ ପାଇ ସାକି ଦେଲେ ମିସା, ମୁଇ ଜନ୍ଟା କଇଲିନି ସେଟା ସତ୍ସେ । କାଇକେ ବଇଲେ ମୁଇ କନ୍ତିଅନି ଆଇଲି ଆଚି ଆରି କନ୍ତି ଗାଲିନି, ସେଟା ମୁଇସେ ଜାନି । ମାତର୍ ମୁଇ କନ୍ତିଅନି ଆଇଲିଆଚି ଆରି କନ୍ତି ଜିବି, ସେଟା ତମେ ନାଜାନାସ୍ ।
ଜନ୍ ଲକ୍ମନ୍ ତମର୍ ବିରଦେ ଆଇଲାଇନି, ସେମନ୍କେ ଡରା ନାଇ । ତମେ ସାଆସ୍ ଦାରିରଇଲେ, ପର୍ମେସର୍ ସେମନ୍କେ କୁରୁପ୍ନାସ୍ କରି ତମ୍କେ ରକିଆ କର୍ସି ବଲି ଜାନ୍ବାଇ । ଏ ସବୁ ବିସଇ ପର୍ମେସର୍ସେ କର୍ସି ।