12 ତାର୍ ପଚେ ଜିସୁ, ତାର୍ ମାଆ ତାର୍ ବାଇମନ୍ ଆରି ତାର୍ ସିସ୍ମନର୍ ସଙ୍ଗ୍ କପର୍ନାଉମ୍ ଗଡେ ଜାଇ ତେଇ କେତେ ଦିନ୍ ପାରା ରଇଲାଇ ।
ଏ କପର୍ନାଉମର୍ ଲକ୍ମନ୍ ! ତମେ କାଇ ନିଜେ ସର୍ଗେ ଜିବାକେ ଚେସ୍ଟା କଲାସ୍ନି ? ତମେ ନର୍କେ ପିଙ୍ଗା ଅଇସି । ତମର୍ ବିତ୍ରେ ମୁଇ ଜନ୍ କାବାଅଇଜିବା କାମ୍ମନ୍ କରିରଇଲି, ସେଟା ଜଦି ସଦମ୍ ଗଡେ କରି ରଇଲେ, ସେ ଗଡ୍ ଆଜିକେ ଜାକ ରଇତା ।
ଜିସୁ ଜେଡେବେଲା ତେଇ ରୁଣ୍ଡିରଇଲା ଲକ୍ମନ୍କେ କାତା ସୁନାଇତେ ରଇଲା, ତାର୍ ଆୟା ଆରି ବାଇମନ୍ ଆସି ଡାଣ୍ଡେ ଟିଆଅଇରଇଲାଇ । ସେମନ୍ ଜିସୁର୍ ସଙ୍ଗ୍ କାତାଅଇବାକେ ମନ୍ କର୍ତେ ରଇଲାଇ ।
ତାର୍ ପଚେ, ସେ ନାଜରିତ୍ ଚାଡି କରି ସବ୍ଲୁନର୍ ଆରି ନପ୍ତାଲିନ୍ ନାଉଁର୍ ଜାଗା ଲଗେ ରଇବା ଗାଡ୍ କଣ୍ଡି ରଇଲା, କପରନାଉମେ ଜାଇ ବାସା କଲା ।
ଏ ଲକ୍ତା ସେ ବାଡଇ । ସେ ମରିୟମର୍ ପଅ, ଜାକୁବ୍, ଜସି, ଜିଉଦା ଆରି ସିମନ୍ ତାର୍ ବାଇ ଅଇବାଇ । ଆର୍ ବଇନିମନ୍ ତା ଇତି ଆମର୍ ସଙ୍ଗ୍ ଆଚତ୍ । ” ଏନ୍ତାରି କଇକରି ସେମନ୍ ତାକେ ମାନତ୍ ନାଇ ।
ଜିସୁ ଆରି ତାର୍ ସିସ୍ମନ୍କେ ମିସା ସେ ବିବାତେଇ ଡାକି ରଇଲାଇ ।
ଜିସୁ ଗାଲିଲିର୍ କାନା ନାଉଁର୍ ଗଡେ ଆରି ତରେକ୍ ଗାଲା । ସେ ଗଡେସେ ପାନି ଅଙ୍ଗୁର୍ ରସ୍ କରିରଇଲା । ତେଇ ରମିଅ ସାସନ୍କାରିଆର୍ ଗଟେକ୍ ମୁକିଅ ଲକର୍ ପଅ କପର୍ନାଉମେ ଜର୍ ଅଇରଇଲା ।
ସିସ୍ମନ୍ ଡଙ୍ଗାଇ ବସି ଗାଡ୍ ସେପାଟେ ରଇଲା କପର୍ନାଉମ୍ ଜାଗାଇ ବାଉଡ୍ବାର୍ ଦାର୍ଲାଇ । ସେଡ୍କିବେଲେ ଆନ୍ଦାର୍ ଅଇ ଆଇତେ ରଇଲା । ମାତର୍ ସେ ବେଲା ଜାକ ଜିସୁ ତାକର୍ ଲଗେ ଆସି ନ ରଇଲା ।
ଅଲ୍ଗା ପେରିତ୍ମନର୍ ପାରା, ପିତର୍ ଆରି ଆମର୍ ମାପ୍ରୁ ଜିସୁର୍ ବାଇମନର୍ ପାରା, ବିସ୍ବାସ୍ କରିରଇବା ମାଇଜିକେ ବିବା ଅଇକରି ତାକେ ମର୍ ସଙ୍ଗ୍ ନେବାକେ କାଇ ମର୍ ଅଦିକାର୍ ନାଇ କି ?
ମାତର୍ ମାପ୍ରୁର୍ ବାଇ ଜାକୁବ୍କେ ଚାଡ୍ଲେ ଆରି ମୁଇ କନ୍ ପେରିତ୍ ସିସ୍କେ ମିସା ବେଟ୍ ଅଇନାଇ ।