14 ତେଇ ସେ ମନ୍ଦିର୍ ବିତ୍ରେ, ଲକ୍ମନ୍ ଗରୁଗାଇ ମେଣ୍ଡା, ଆରି ପାରୁଆମନ୍ ବେବାର୍ କର୍ବାଟା, ଆରି ବିନ୍ ଦେସର୍ ଡାବୁ ବାଦ୍ଲାଉମନ୍ ସେମନର୍ ଟେବୁଲେ ବସିରଇଲାଟା ଦେକ୍ଲା ।
ତାର୍ପଚେ ଜିସୁ ଜିରୁସାଲାମର୍ ଗଡେ ଜାଇ, ମନ୍ଦିରେ ପୁରିକରି ତେଇ ଗେନାବିକା କର୍ବା ଲକ୍ମନ୍କେ ଡାଣ୍ଡେ ବାର୍କରାଇଦେଲା । ବିନ୍ ଦେସର୍ ଡାବୁ ବାଦ୍ଲାଇବା ଲକ୍ମନର୍ ଟେବୁଲ୍ ଆରି ବିରୁ କର୍ବା ପରୁଆ ବିକ୍ବା ଲକ୍ମନର୍ ବସ୍ବା ପିଡା ପାସ୍ଲାଇ ପାକାଇଲା ।
ତାର୍ ପଚେ ସେ ଲକ୍ମନ୍କେ ସିକାଇଦେବାବେଲେ ଏନ୍ତି କଇଲା, “ମର୍ ମନ୍ଦିର୍ ସବୁ ଜାତିର୍ ଲକ୍ମନର୍ ପାର୍ତନା ଗର୍ ବଲି ନାମ୍ବାଇ ବଲି ପର୍ମେସରର୍ ବଇଟାନେ ଲେକା ଅଇଆଚେ, ମାତର୍ ତମେ ସେ ଗର୍ ଚର୍ମନର୍ ପାଆର୍ କରିଆଚାସ୍ ।”
ତେଇ ଜିସୁ କସିରା ସଙ୍ଗ୍ କର୍ଡା ତିଆର୍ କରି ମେଣ୍ଡା ଆରି ଗରୁମନର୍ ସଙ୍ଗ୍ ସବୁ ଲକ୍ମନ୍କେ ମନ୍ଦିରେଅନି ବାର୍କରାଇ ଦେଲା । ଆରି ଲକ୍ମନର୍ତେଇ ଅନି ବାଦ୍ଲାଇ ନେବା ଡାବୁ ସବୁ ବିଚିଦେଇ ସେମନର୍ ଟେବୁଲ୍ ପାସ୍ଲାଇ ଦେଲା ।