ଜଅନ୍ 2:19 - ସତିଅର୍ ବାଟ୍ ନୁଆ ନିୟମ୍ 202019 ଜିସୁ ସେମନ୍କେ କଇଲା, “ତମେ ଏ ମନ୍ଦିର୍ ବସ୍ଲାଇ ଦିଆସ୍ । ସେଟା ମୁଇ ତିନ୍ଦିନ୍ ବିତ୍ରେ ଆରିତରେକ୍ ତିଆର୍ କରିଦେବି ।” အခန်းကိုကြည့်ပါ။ |
ତାର୍ପଚେ ଜିସୁ, ପର୍ମେସର୍ ଅନି ଆଇଲା ନର୍ପିଲାକେ କାଇ କାଇଟା ଅଇସି ବଲି ତାର୍ ସିସ୍ମନ୍କେ ସିକାଇଦେବାର୍ ଦାର୍ଲା । ସେ କଇଲା, “ପର୍ମେସରର୍ଟାନେଅନି ଆଇଲା ନର୍ପିଲା ମୁଇ ବେସି ଦୁକ୍ କସ୍ଟ ପାଇବାର୍ ଆଚେ । ମୁକିଅ ନେତାମନ୍, ମୁକିଅ ପୁଜାରିମନ୍, ଆରି ନିୟମ୍ ସିକାଇଦେବା ଲକ୍ମନ୍ ମକେ ନ ନାମତ୍ । ସେମନ୍ ମକେ ମରାଇବାଇ ଆରି ତିନ୍ଦିନ୍ ଗାଲାପଚେ ମୁଇ ଆରି ତରେକ୍ ମଲାତେଇଅନି ଜିବନ୍ ଅଇ ଉଟ୍ବି ।”
ତମେ ଜେଡେବେଲେ ଡୁବନ୍ ନେବାକେ ପାନିଟାନେ ବୁଡ୍ଲାସ୍, ସେଟା ତମର୍ ପାପର୍ ଗୁନ୍ଚଲନ୍ କିରିସ୍ଟର୍ ସଙ୍ଗ୍ ମରିକରି ତପିଅଇଲାପାରା ଅଇରଇଲାସ୍ । ପାନିବିତ୍ରେଅନି ବାରଇଲାଟା ନୁଆ ଗୁନ୍ଚଲନ୍ ଦାରି କିରିସ୍ଟର୍ ସଙ୍ଗ୍ ଆରି ତରେକ୍ ଉଟ୍ଲାପାରା ଅଇଲା । ପର୍ମେସର୍ ତାର୍ ବପୁସଙ୍ଗ୍ ମଲାତେଇଅନି ଜିବନ୍କରି କିରିସ୍ଟକେ ଉଟାଇଲା ବଲି ତମେ ବିସ୍ବାସ୍ କଲାର୍ପାଇ ଏଟା ତମ୍କେ ଗଟ୍ଲା ।