20 ଜିସୁର୍ ଏ କାତା ସୁନି ସେମନ୍ କଇଲାଇ, “କାଇଟା ! ତିନ୍ଦିନ୍ ବିତ୍ରେ ତୁଇ ତିଆର୍ କରି ପାରୁସ୍ କି ? ଏ ମନ୍ଦିର୍ ତିଆର୍ କର୍ବାକେ ଚାଲିସ୍ ଚଅ ବରସ୍ ଲାଗିରଇଲା ।”
ଜିସୁ ମନ୍ଦିରେଅନି ବାରଇ ଇଣ୍ଡିଜାଇତେ ରଇବାବେଲେ ସିସ୍ମନ୍ ମନ୍ଦିର୍ ପିଣ୍ଡା ଦୁଆରେ ରଇବା ବଡ୍ ବଡ୍ ପାକ୍ନା ବାଟେ ଦେକାଇଲାଇ ।
କେତେଟା ସିସ୍ମନ୍ ମନ୍ଦିରର୍ ବିସଇ ନେଇକରି ନିଆଇ କର୍ତେ ରଇଲାଇ । “ତେଇ ଲାଦିରଇବା ସୁନ୍ଦର୍ ସୁନ୍ଦର୍ ପାକ୍ନା ଆରି ପର୍ମେସର୍କେ ସର୍ପି ଦେଲା ଦାନ୍ ସଙ୍ଗ୍ କେତେକ୍ ସୁନ୍ଦର୍ ଗର୍ ବାନ୍ଦ୍ଲାଇ ଆଚତ୍” ବଲି କାତାଅଇତେ ରଇଲାଇ ।
ଜିରୁସାଲମର୍ ଜିଉଦି ନେତାମନ୍, କେତେଟା ଦରମ୍ ଗୁରୁମନ୍କେ ଆରି ଲେବି ଦଲର୍ ଲକ୍ମନ୍କେ ଡୁବନ୍ ଦେଉ ଜଅନର୍ ଲଗେ “ତମେ କେ ?” ବଲି ପାଚାର୍ବାକେ ପାଟାଇଲାଇ ।
ତାକେ ତପିରଇଲାଇଜେ, ସାସ୍ତର୍ ଇସାବେ ତିନ୍ଦିନ୍ ନ ଅଇତେ ତାକେ ପର୍ମେସର୍ ଜିବନ୍ କରି ଉଟାଇଲା ।