25 ଲକ୍ମନର୍ ବିସଇନେଇକରି ତାକେ, କେ ମିସା କାଇଟାବଲି କଇବାର୍ ଦର୍କାର୍ ନ ରଇଲା, କାଇକେବଇଲେ ସେ ତାକର୍ ମନ୍ ବିତ୍ରର୍ କାତା, ନିଜେ ଜାନି ରଇଲା ।
ଜିସୁ ତାକର୍ ମନର୍ ଚିନ୍ତା ଜାନି କଇଲା, “ତମେ ନିଜର୍ ନିଜର୍ ମନେ କାଇକେ କାରାପ୍ ଚିନ୍ତା କଲାସ୍ନି ?
ତାର୍ ପଚେ ଆନ୍ଦ୍ରିୟ ସିମନ୍ପିତର୍କେ ଜିସୁର୍ ଲଗେ ଡାକି ଆନ୍ଲା । ଜିସୁ ତାକେ ଦେକି କଇଲା, “ତମେ ସିମନ୍, ଜଅନର୍ ପିଲା ଏବେଅନି ତକେ କେପା ବଲି ଡାକ୍ବାଇ ।” କେପାର୍ ଅରତ୍ ଅଇଲାନି ପିତର୍ ଆରି ପିତରର୍ ଅରତ୍ ଅଇଲାନି ରାଙ୍ଗ୍ନି ପାକ୍ନା ।
ଜିସୁ ନିତନିଏଲ୍କେ ତାର୍ ଲଗେ ଆଇବାଟା ଦେକି ତାର୍ ବିସଇ ନେଇ କଇଲା, “ଏଦେ ଦେକା ! ଏ ଗଟେକ୍ ଇସ୍ରାଏଲର୍ ସତ୍ ଲକ୍, ଏ ଲକର୍ତେଇ କାଇମିସା କୁଟ୍କପଟ୍ ନାଇ ।”
କାଇକେ ବଇଲେ ଜନ୍ ସିସ୍ ଜିସୁକେ ସତ୍ରୁମନ୍କେ ଦାରାଇଦେଇସି ତାକେ ଜିସୁ ଜାନି ରଇଲା । ସେଟାର୍ ପାଇ ସେ ଗଟେକ୍ ଲକ୍କେ ଚାଡି ସବୁଲକ୍ ସୁକଲ୍ ଆଚାସ୍ ବଲି କଇଲା ।
ଜିସୁକେ ଏ ବିସଇ ନେଇକରି କେ କାଇବଲି ନ କଇରଇଲେ ମିସା, ସିସ୍ମନ୍ କୁଆବଲା ଅଇଲାଇନି ବଲି ଜାନିକରି, ସେ ସେମନ୍କେ କଇଲା, “ତମେ ଏ କାତା ସୁନି ମନ୍ଦୁକ୍ କଲାସ୍ନି କି ?
ମାତର୍ ତମର୍ ବିତ୍ରେଅନି କେତେକ୍ ଲକ୍ମନ୍ ମକେ ବିସ୍ବାସ୍ କରାସ୍ ନାଇ ।” କାଇକେବଇଲେ ବିସ୍ବାସ୍ ନ କର୍ବା ଲକ୍ମନ୍କେ ଜିସୁ ଆଗେଅନି ଜାନିରଇଲା । ଆରି ପଚେ ଜନ୍ ଲକ୍ ତାକେ ସତ୍ରୁକେ ସର୍ପି ଦେଇସି, ତାକେ ମିସା ଜାନି ରଇଲା ।