3 ବଜି ନ ସାର୍ତେ ଅଙ୍ଗୁର୍ ରସ୍ ସାରିଗାଲାକେ ଜିସୁର୍ ମାଆ ଆସି ତାକେ କଇଲା, “ସେମନର୍ ଅଙ୍ଗୁର୍ ରସ୍ ସାରିଗାଲାବେ ।”
ଏଟା ମର୍ ବନି । ମୁନୁସ୍ମନର୍ ପାପ୍କେମାର୍ ଲାଗି ମୁଇ ମର୍ ଜନ୍ ବନି ଡାଲି ଦେବି ବଲି ଗାଲିନି, ସେଟା ପର୍ମେସର୍ ନୁଆ ନିୟମ୍ ଟିକ୍ କର୍ସି ।
ସେଟାର୍ପାଇ ତାର୍ ବଇନିମନ୍ ଜିସୁର୍ ଲଗେ କବର୍ ପାଟାଇଲାଇ, “ମାପ୍ରୁ ତମେ ଜାକେ ଆଲାଦ୍ କଲାସ୍ନି, ସେ ବେସି ଜର୍ ଅଇଲାଆଚେ ।”
ଜିସୁ ଆରି ତାର୍ ସିସ୍ମନ୍କେ ମିସା ସେ ବିବାତେଇ ଡାକି ରଇଲାଇ ।
ଜିସୁ ତାକେ କଇଲା, “ଏ ମାଆ, ମର୍ଟାନେ ତର୍ କାଇଟା ଆଚେ ? ତୁଇ ମକେ କାଇଟା ମିସା କର୍ବାକେ କଅ ନାଇ । ମର୍ ବେଲା ଏବେ ଜାକ ଆସେ ନାଇତା ।”
କାଇ ବିସଇ ନେଇକରି ମିସା ଚିନ୍ତା କରି ଦାନ୍ଦା ଉଆନାଇ । ତାର୍ ବାଦୁଲେ ସବୁ ଗଟ୍ନା ଅଇଲା ବେଲେ, ତମ୍କେ ଜାଇଟା ଲଡା ଆଚେ, ସେ ବିସଇ ପର୍ମେସର୍କେ ଗୁଆରି କରା । ଆରି ପାର୍ତନା କଲାବେଲେ, ତାକେ ଦନିଅବାଦ୍ ମିସା ଦିଆସ୍ ।