4 ଜିସୁ ତାକେ କଇଲା, “ଏ ମାଆ, ମର୍ଟାନେ ତର୍ କାଇଟା ଆଚେ ? ତୁଇ ମକେ କାଇଟା ମିସା କର୍ବାକେ କଅ ନାଇ । ମର୍ ବେଲା ଏବେ ଜାକ ଆସେ ନାଇତା ।”
ଜିସୁ ତାକେ କଇଲା, “ତମେ ଗଟେକ୍ ଡାଟ୍ସଙ୍ଗ୍ ବିସ୍ବାସ୍ କର୍ବା ମାଇଜି । ତୁଇ ମନ୍କଲାଟା ପୁରୁନ୍ ଅଇସି ।” ସେଦାପ୍ରେ ତାର୍ ଟକି ନିମାନ୍ ଅଇଲା ।
ସେ ଲକ୍ମନ୍ ବେସି କିର୍କିରି କରି କଇଲାଇ, “ଏ ପର୍ମେସରର୍ ପିଲା ଆମର୍ ଟାନେ ତର୍ କାଇ କାମ୍ ଆଚେ ? ବେଲ୍ କାଲ୍ ନ କେଟ୍ତେ ତୁଇ କାଇ ଡଣ୍ଡ୍ ଦେବାକେ ଇତି ଆଇଲୁସ୍ କି ?”
ତେଇ ଜିସୁ ସେମନ୍କେ କଇଲା, “କାଇକେ ମକେ କଜ୍ତେରଇଲାସ୍ ? ମର୍ ବାବାର୍ ଗରେ ମୁଇ ରଇବାର୍ ଆଚେଆକା, ଏଟା ନାଜାନି ରଇଲାସ୍ କି ?”
ଜିସୁ ସେମନ୍କେ କଇଲା, “ପର୍ମେସର୍ତେଇ ଅନି ଆଇଲା ନର୍ପିଲା ମୁଇ ଡାକ୍ପୁଟା ପାଇବା ବେଲା ଆସି କେଟି ଆଚେ ।
ନିସ୍ତାର୍ ପରବର୍ ଆଗ୍ତୁର୍ ଦିନ୍ ଅଇରଇଲା । ଜିସୁ, ଏ ଜଗତ୍ ଚାଡି ବାବା ପର୍ମେସରର୍ ଲଗେ ଜିବାକେ ତାର୍ ବେଲା କେଟ୍ଲାବେ ବଲି ଜାନିରଇଲା । ଦୁନିଆଇ ରଇବା ତାର୍ ସବୁ ଲକ୍ମନ୍କେ ସାରାସାରି ଜାକ ବେସି ଆଲାଦ୍ କର୍ତେରଇଲା ।
ବଜି ନ ସାର୍ତେ ଅଙ୍ଗୁର୍ ରସ୍ ସାରିଗାଲାକେ ଜିସୁର୍ ମାଆ ଆସି ତାକେ କଇଲା, “ସେମନର୍ ଅଙ୍ଗୁର୍ ରସ୍ ସାରିଗାଲାବେ ।”
ସେମନ୍ ମରିୟମ୍କେ ପାଚାର୍ଲାଇ, “ତୁଇ କାଇକେ ମା କାନ୍ଦ୍ଲୁସ୍ନି ?” ମରିୟମ୍ କଇଲା, “ ସେମନ୍ ମର୍ ମାପ୍ରୁର୍ ଗାଗଡ୍ କେନେକି ଦାରିଗାଲାଇ ଆଚତ୍ । ଆରି ସେମନ୍ ତାକେ କନ୍ତି ସଙ୍ଗଇଲାଇ ଆଚତ୍ ସେଟା ମୁଇ ନାଜାନି ।”
ଜିସୁ ତାକେ ପାଚାର୍ଲା “ଏ ମାଆ ତୁଇ କାଇକେ କାନ୍ଦ୍ଲୁସ୍ନି ? ତୁଇ କାକେ କଜ୍ଲୁସ୍ନି ?” ମରିୟମ୍ ଏ ଲକ୍ ବାଡର୍ କାମ୍ କରୁ ମାଲି ବଲି ବାବିକରି ତାକେ କଇଲା, “ଏ ଆଗିଆଁ, ତୁଇ କାଇ ଜିସୁର୍ ଗାଗଡ୍ ନେଇ ଆଚୁସ୍ କି ? ତାକେ ତୁଇ କନ୍ତି ସଙ୍ଗଇ ଆଚୁସ୍ ? ମକେ କଇଦେ, ମୁଇ ଜାଇକରି ତାକେ ଦାରିଜିବି ।”
ଜିସୁ ଏ କାତା କଇବାବେଲେ, ସେମନ୍ ସୁନିକରି ତାକେ ଦାର୍ବାକେ ଚେସ୍ଟା କଲାଇ । ମାତର୍ କେ ମିସା ଚିଇ ନାପାର୍ଲାଇ । କାଇକେ ବଇଲେ ସେଡ୍କି ବେଲା ଜାକ ତାର୍ ବେଲା କେଟି ନ ରଇଲା ।
ଜିସୁ ତାର୍ ବାଇମନ୍କେ କଇଲା, “ଏବେ ଜାକ ମର୍ ସମାନ୍ ବେଲା ଆସେ ନାଇତା । ମାତର୍ ତମର୍ପାଇ ସବୁ ବେଲା ସମାନ୍ସେ ।
ତମେ ପରବ୍ କର୍ବାକେ ଜାଆ, ମୁଇ ଜାଇ ନାପାରି । କାଇକେ ବଇଲେ ଏବେ ଜାକ ମର୍ ସମାନ୍ ବେଲା ଆସେ ନାଇତା ।”
ଜିସୁ ମନ୍ଦିରର୍ ଦାନ୍ ସଙ୍ଗଇବା ପେଡିମନ୍ ରଇବା ଆକ୍ରାଇ ଏ ସବୁ ବିସଇ ସିକିଆ ଦେଇତେରଇଲା । ଆରି କେ ମିସା ତାକେ ବନ୍ଦି କରି ନାପାର୍ଲାଇ । କାଇକେବଇଲେ ତାର୍ ବେଲା କେଟି ନ ରଇଲା ।
ଏ ଜଗତର୍ ଲକ୍ମନ୍ ବିଚାର୍ କଲାପାରା ଆମେ ଲକ୍ମନ୍କେ ବିଚାର୍ନା କରୁନାଇ । ପୁର୍ବେ ଆମେ କିରିସ୍ଟକେ ମିସା ଏ ଜଗତର୍ ଲକ୍ ବିଚାର୍ କଲାପାରା କର୍ତେରଇଲୁ । ମାତର୍ ଏବେ ଆମେ ସେନ୍ତି କରୁନାଇ ।