ଜଅନ୍ 2:6 - ସତିଅର୍ ବାଟ୍ ନୁଆ ନିୟମ୍ 20206 ସେ ଜାଗାଇ ବଡ୍ ବଡ୍ ପାକ୍ନା ସଙ୍ଗ୍ ତିଆର୍ କଲା ଚଅଟା କୁଣ୍ଡ୍ ରଇଲା । ଜିଉଦି ଲକ୍ମନ୍ ସୁକଲ୍ ଅଇବାକେ ସେମନର୍ ରିତିନିତି ଇସାବେ ଏ କୁଣ୍ଡର୍ ପାନି କାମେ ଲାଗାଇତେ ରଇଲାଇ । ଗଟେକ୍ ଗଟେକ୍ କୁଣ୍ଡେ ସଏ ଲିଟର୍ ଲାକା ପାନି ଦାର୍ତେ ରଇଲା । အခန်းကိုကြည့်ပါ။ |