8 ତାର୍ ପଚେ ଜିସୁ ସେମନ୍କେ ତେଇର୍ ପାନି ଡୁମିନେଇ ବଜି ଦାଇତେ ରଇଲା ଲକ୍କେ ଦିଆସ୍ ବଲି କଇଲା । ସେମନ୍ ତେଇର୍ ପାନି ଡୁମି ନେଇ ତାକେ ଦେଲାଇ ।
ଜିସୁ ବାଣ୍ଡାର୍ଗରିଆମନ୍କେ “ସେ କୁଣ୍ଡ୍ମନ୍କେ ପାନି ବର୍ତି କରା” ବଲି କଇଲା ଆରି ସେମନ୍ ସେ ସବୁ କୁଣ୍ଡେ ପାନି ବର୍ତି କଲାଇ ।
ମାତର୍ ସେ ସବୁ ପାନି ଅଙ୍ଗୁର୍ ରସ୍ ଅଇଜାଇରଇଲା । ବଜି ଦାଇତେ ରଇଲା ଲକ୍ ଅଙ୍ଗୁର୍ ରସ୍ କନ୍ତିଅନି ବଲି ଜାନି ନ ରଇଲା । ମାତର୍ ସେ ପାନି ଡୁମି ନେଲା ଲକ୍ମନ୍ ଜାନି ରଇଲାଇ, ପଚେ ସେ ଲକ୍ ଚାକି କରି ଏ ରସ୍ କନ୍ତିଅନି ଆନ୍ଲାଇ ବଲି ବିବା ଅଇବା ଦାଙ୍ଗ୍ଡାକେ ଡାକି ପାଚାର୍ଲା,
ସେଟାର୍ ପାଇ ସେମନ୍ ଜେତ୍କି ପାଇବାର୍ ଆଚେ ସେଟା ସେମନ୍କେ ଦେଇଦିଆସ୍ । ତମେ ସିସ୍ତୁ କି ଅଡି ଜାଇଟା ଦେବାର୍ ଆଚେ, ସେଟା ବାନ୍ଦିଦିଆସ୍ ଆରି ସେମନ୍କେ ନାମିକରି ସନ୍ମାନ୍ କରା ।