ଜଅନ୍ 2:9 - ସତିଅର୍ ବାଟ୍ ନୁଆ ନିୟମ୍ 20209 ମାତର୍ ସେ ସବୁ ପାନି ଅଙ୍ଗୁର୍ ରସ୍ ଅଇଜାଇରଇଲା । ବଜି ଦାଇତେ ରଇଲା ଲକ୍ ଅଙ୍ଗୁର୍ ରସ୍ କନ୍ତିଅନି ବଲି ଜାନି ନ ରଇଲା । ମାତର୍ ସେ ପାନି ଡୁମି ନେଲା ଲକ୍ମନ୍ ଜାନି ରଇଲାଇ, ପଚେ ସେ ଲକ୍ ଚାକି କରି ଏ ରସ୍ କନ୍ତିଅନି ଆନ୍ଲାଇ ବଲି ବିବା ଅଇବା ଦାଙ୍ଗ୍ଡାକେ ଡାକି ପାଚାର୍ଲା, အခန်းကိုကြည့်ပါ။ |