10 ତାର୍ ପଚେ ସିସ୍ମନ୍ ପାଆର୍ ଦେକି ସାରାଇ ଗରେ ବାଉଡି ଉଟି ଗାଲାଇ ।
ମାତର୍ ପିତର୍ ଅଦର୍ପଡ୍ ଅଇ ପାଲାଇ ପାଆରେ ଜାଇ ଏରି ଦେକ୍ଲା । ପାଆର୍ ବିତ୍ରେ ଏରି ଦେକ୍ଲାକେ ତେଇ ଜିସୁକେ ଗୁଡିଆଇଲା ଉଲ୍ଉଲା ପଚିଆ ଚାଡି ଆରି କାଇଟା ନ ରଇଲା । ପିତର୍ ସେ ଗଟ୍ନା ଦେକି କାବାଅଇ ଜାଇକରି, ଗରେ ବାଉଡି ଆଇଲା ।
ଦେକା, ଏନ୍ତି ବେଲା ଆଇଲାନି, ଉଁ ସେ ବେଲା କେଟ୍ଲା ଆଚେ, ତମେ ମକେ ଗଟେକ୍ ଲକ୍କେ ଚାଡି, ଏନେ ତେନେ ଅଇକରି ନିଜର୍ ନିଜର୍ ଗରେ ଉଟିପାଲାଇସା । ଏଲେମିସା ମୁଇ ଗଟେକ୍ ଲକ୍ ନାଇ, ସବୁବେଲା ମର୍ ସଙ୍ଗ୍ ବାବା ଆଚେ ।
ମାତର୍ ମରିୟମ୍ ଜିସୁର୍ ଗାଗଡ୍ ସଙ୍ଗଇରଇଲା ପାଆର୍ ଲଗେ ଟିଆଅଇ କାନ୍ଦ୍ତେ ରଇଲା । ସେ କାନ୍ଦି କାନ୍ଦି ଲଇଁକରି ପାଆର୍ ବିତ୍ରେ ଦେକ୍ଲା,
ତାର୍ ପଚେ ତେଇ ରଇଲା ଲକ୍ମନ୍ ସେ ଜାଗା ଚାଡିକରି ନିଜର୍ ନିଜର୍ ଗରେ ବାଉଡି ଗାଲାଇ ।