11 ମାତର୍ ମରିୟମ୍ ଜିସୁର୍ ଗାଗଡ୍ ସଙ୍ଗଇରଇଲା ପାଆର୍ ଲଗେ ଟିଆଅଇ କାନ୍ଦ୍ତେ ରଇଲା । ସେ କାନ୍ଦି କାନ୍ଦି ଲଇଁକରି ପାଆର୍ ବିତ୍ରେ ଦେକ୍ଲା,
ସେବେଲା ସେମନ୍ ସେ ଜାଗା ବିତ୍ରେ ପୁରିକରି ଦେକ୍ଲାବେଲେ ଗଟେକ୍ ବିଜ୍ଲି ପାରା ଜଗ୍ଜଗି ଜାଇତେରଇବା ଦବ୍ ପଚିଆ ପିନ୍ଦିରଇବା ଦାଙ୍ଗ୍ଡା, ଜିସୁର୍ ମଡ୍ ସଙ୍ଗଇରଇଲା ଜାଗାର୍ ଉଜାବାଟେ ବସିରଇଲା । ସେଟା ଦେକି ସେମନ୍ ବେସି ଡରିଜାଇ କାବା ଅଇଗାଲାଇ ।
ସେ ପାଆର୍ ବିତ୍ରେ ଲଇଁକରି ଏରି ଦେକ୍ଲାଜେ, ଏଦେ ଦେକା ! ତେଇ ଜିସୁର୍ ଗାଗ୍ଡେ ଗୁଡିଆଇ ଅଇରଇଲା ଲୁଗା ଅଦ୍ରିରଇଲାଟା ଦେକ୍ଲା । ମାତର୍ ସେ ବିତ୍ରେ ପୁରେନାଇ ।