18 ମଗ୍ଦଲିନି ମରିୟମ୍ ସିସ୍ମନର୍ ଲଗେ ବାଉଡି ଗାଲା ଆରି କଇଲା “ମୁଇ ମାପ୍ରୁକେ ଦେକ୍ଲି ଆଚି ।” ଆରି ଜିସୁ କଇଲା ସବୁ କାତା ସିସ୍ମନ୍କେ କଇଦେଲା ।
ସେମନର୍ ବିତ୍ରେ ମଗ୍ଦଲିନି ମରିୟମ୍, ଜାକୁବ୍ ଆରି ଜସେପର୍ ମାଆ ମରିୟମ୍ ଆରି ଜେବଦିର୍ ମାଇଜି ରଇଲାଇ ।
ଜିସୁ ସେମନ୍କେ କଇଲା, “ଡରା ନାଇ । ମର୍ ବାଇମନ୍କେ କୁଆ, ସେମନ୍ ଗାଲିଲି ଆସତ୍ । ତେଇ ସେମନ୍ ମକେ ଦେକ୍ବାଇ ।”
ମଗ୍ଦଲିନି ମରିୟମ୍, ଜଆନା, ଜାକୁବର୍ ମାଆ ମରିୟମ୍ ଆରି ତାକର୍ସଙ୍ଗ୍ ରଇଲା ବିନ୍ ମାଇଜିମନ୍ ମିସା କାଇ କାଇଟା ଗଟ୍ଲା, ସେ ସବୁ ବିସଇ ପେରିତ୍ମନ୍କେ କଇଲାଇ ।
ଜିସୁର୍ କୁର୍ସ ଲଗେ ତାର୍ ଆୟା ମରିୟମ୍, ତାର୍ ଆୟାର୍ ବଇନି, କଲ୍ପାର୍ ମାଇଜି ମରିୟମ୍ ଆରି ମଗ୍ଦଲିନି ମରିୟମ୍ ଟିଆଅଇ ରଇଲାଇ ।
ଆଟର୍ ପର୍ତୁମ୍ ଦିନର୍ ସାକାଲେ ଜୁଲ୍ପୁଲ୍ ଉଜଲ୍ ବେଲାଇ ମଗ୍ଦଲିନି ମରିୟମ୍ ଜିସୁକେ ପାକ୍ନା ସଙ୍ଗ୍ ତିଆର୍ କରି ସଙ୍ଗଇଲା ପାଆରେ ଆସିକରି ଡାବିରଇଲା ପାକ୍ନା ଗୁଚିରଇଲାଟା ଦେକ୍ଲା ।