24 ଜିସୁର୍ ବାର୍ଟା ସିସ୍ମନର୍ ବିତ୍ରେଅନି ତମା ଜାକେକି ଜଅଁଲା ବଲି ଡାକ୍ବାଇ, ଜିସୁ ସିସ୍ମନ୍କେ ଦେକାଇଅଇଲା ବେଲେ ସେ ନ ରଇଲା ।
ପିଲିପ୍ ଆରି ବାର୍ତଲମି, ତମା ଆରି ସିସ୍ତୁମାଙ୍ଗୁମନ୍ ମାତିିଉ, ଆଲ୍ପିର୍ ପଅ ଜାକୁବ୍ ଆରି ତଦିୟ,
କାଇକେ ବଇଲେ ଜନ୍ତି ଦୁଇ କି ତିନ୍ ଲକ୍ ରୁଣ୍ଡିକରି ମର୍ ନାଉଁ ଦାର୍ବାଇ, ତେଇ ମୁଇ ଆଚି ।”
ତେଇ ତମା ନାଉଁର୍ ଜାକେ କି ବିଦୁମ୍ ବଲି କଇବାଇ, ସେ ତାର୍ ସଙ୍ଗର୍ ସିସ୍ମନ୍କେ କଇଲା, “ଜୁ ଆମେ ମିସା ଗୁରୁର୍ ସଙ୍ଗ୍ ଜାଇ ତାର୍ସଙ୍ଗ୍ ମରୁ ।”
ତମା ଜିସୁକେ କଇଲା, “ଏ ମାପ୍ରୁ ତମେ କନ୍ ଜାଗାଇ ଗାଲୁସ୍ନି, ସେଟା ଆମେ ନାଜାନୁ, ଆରି ତେଇ ଜିବା ବାଟ୍ କେନ୍ତି ଜାନ୍ବୁ ?”
ଜିସୁର୍ କେତେଟା ସିସ୍ମନ୍ ଗଟେକ୍ ତେଇ ରୁଣ୍ଡିରଇଲାଇ । ସେମନ୍ ଅଇଲାଇନି, ସିମନ୍ ପିତର୍, ବିଦୁମ୍ ବଲି ଡାକ୍ବା ତମା ନାଉଁର୍ ସିସ୍, ଗାଲିଲି ଦେସର୍ କାନା ଗଡେ ରଇଲା ନିତନିଏଲ୍, ଜେବଦିର୍ ଦୁଇଟା ପିଲା ଜାକୁବ୍, ଜଅନ୍ ଆରି ବିନ୍ ଦୁଇଟା ସିସ୍ମନ୍ ।
ଜିସୁ ସେମନ୍କେ କଇଲା, “ମୁଇ କାଇ ତମ୍କେ ବାର ଲକ୍କେ ବାଚି ନାଇ କି ? ଏଲେମିସା ତମର୍ ବିତ୍ରେଅନି ଗଟେକ୍ ଲକ୍ ସଇତାନର୍ ।”
ଇସ୍କାରିୟତର୍ ପିଲା ଜିଉଦାକେ ଦେକାଇକରି ସେ ଏନ୍ତି କଇରଇଲା । କାଇକେ ବଇଲେ ବାର୍ଟା ସିସ୍ମନର୍ ବିତ୍ରେ ଅନି ଜିଉଦା ଗଟେକ୍ ଲକ୍ ଅଇମିସା, ଜିସୁକେ ବିସ୍ବାସେ ବିସ୍ ଦେଲାପାରା ସତ୍ରୁମନ୍କେ ସର୍ପି ଦେବାକେ ମନ୍ କର୍ତେ ରଇଲା ।
ଜେନ୍ତିକି ଆରି କେତେଲକ୍ କଲାଇନି, ଆମେ ମିସିବିଡି ରଇବା ବିସ୍ବାସି ବାଇବଇନି ମନର୍ ସଙ୍ଗ୍ ରୁଣ୍ଡ୍ବାକେ ଏଲା ନ କରୁ । ତାର୍ ବାଦୁଲେ ଆମର୍ ସଙ୍ଗାରିମନର୍ ବିସ୍ବାସ୍ ଡାଁଟ୍ କରାଉ । ଆମର୍ ମାପ୍ରୁ ଜିସୁ ଆରିତରେକ୍ ଆଇବା ଦିନ୍ ଲଗେ କେଟି ଆଇଲାନି ।