30 ଜିସୁ ସିସ୍ମନର୍ ସଙ୍ଗ୍ ରଇଲାବେଲେ କେତେକ୍ କେତେକ୍ କାବାଅଇଜିବା କାମ୍ମନ୍ କରିରଇଲା । ସେଟା ସବୁ ଏ ବଇତେଇ ଲେକା ଅଏନାଇ ।
ଏଟା ଜିସୁ ପର୍ତୁମ୍ କଲା କାବାଅଇଜିବା କାମ୍ । ସେଟା ଗାଲିଲି ଦେସର୍ କାନା ନଅରେ କରିରଇଲା । ଏନ୍ତି କରି ତାର୍ ମଇମା ଦେକାଇଲା ଆରି ତାର୍ ସିସ୍ମନ୍ ତାକେ ବିସ୍ବାସ୍ କଲାଇ ।
ଜିସୁ କରିରଇବା କାମ୍ମନ୍ ଆରି କେତେକ୍ କେତେକ୍ ଆଚେ, ମାତର୍ ମର୍ ବିଚାର୍ ଇସାବେ ସେ ସବୁଜାକ ଜଦି ଗଟେକ୍ ଲକ୍ ଲେକ୍ଲେ, ଜେତ୍କି ବଇ ଲେକା ଅଇସି, ସେଟାମନ୍ ସଙ୍ଗଇବାକେ ଟାନ୍ ନ ଅଏ ।
ଆରି ବେସି ଲକ୍ମନ୍ ତାର୍ ପଚେ ପଚେ ଗାଲାଇ । କାଇକେ ବଇଲେ ସେ ରଗି ଲକ୍ମନ୍କେ ତାର୍ କାବାଅଇଜିବା ବପୁ ସଙ୍ଗ୍ ନିମାନ୍ କର୍ବାଟା ସେମନ୍ ଦେକି ରଇଲାଇ ।
କାଇକେବଇଲେ ସାସ୍ତରେ ଜେତ୍କି ଲେକା ଅଇଲାଆଚେ, ସେ ସବୁ ଆମ୍କେ ସିକାଇବାକେ । ଜେନ୍ତାରିକି, ସାସ୍ତରେଅନି ଜନ୍ ମୁର୍ଚି ରଇବାଟା ଆରି ସାର୍ଦା କରାଇବାଟା ଆମେ ମିଲାଇଆଚୁ, ତେଇଅନି ଆମର୍ ଆସା ବଡ୍ସି ।
ସବୁ ଲକର୍ପାଇ ଏ ସବୁ ଗଟ୍ନା ଗଟ୍ଲା । ଆରି ଆମ୍କେ ଚେତ୍ନା ପାଇବାକେ ସେଟା ସବୁ ଲେକାଅଇଆଚେ । କାଇକେବଇଲେ ଏ ଜଗତର୍ ସାରାସାରି ବେଲା ଆସି କେଟ୍ଲା ଆଚେ ।
ତମେ ଜେତ୍କି ଲକ୍ ପର୍ମେସରର୍ ପଅକେ ବିସ୍ବାସ୍ କଲାସ୍ନି, ତମ୍କେ ଏ ଚିଟି ଲେକ୍ଲିନି । ଜେନ୍ତାରିକି ଆମ୍କେ ନ ସାର୍ବା ଜିବନ୍ ଆଚେ ବଲି ତମେ ଜାନାସ୍ ।