4 ସେମନ୍ ଦୁଇ ଲକ୍ ମିସ୍ତେ ପାଲାଇତେ ରଇଲାଇ । ଆରି ସେ ବିନ୍ ସିସ୍ ପିତର୍କେ ପଚେ କରି ଆଗ୍ତୁ ସଙ୍ଗଇ ରଇଲା ଜାଗାଇ କେଟ୍ଲା ।
ସେଡ୍କି ବେଲେ ପିତର୍ ଆରି ସେ ସିସ୍, ଜିସୁକେ ସଙ୍ଗଇଲା ଜାଗାଇ ଜିବାକେ ବାରଇଲାଇ ।
ସେ ପାଆର୍ ବିତ୍ରେ ଲଇଁକରି ଏରି ଦେକ୍ଲାଜେ, ଏଦେ ଦେକା ! ତେଇ ଜିସୁର୍ ଗାଗ୍ଡେ ଗୁଡିଆଇ ଅଇରଇଲା ଲୁଗା ଅଦ୍ରିରଇଲାଟା ଦେକ୍ଲା । ମାତର୍ ସେ ବିତ୍ରେ ପୁରେନାଇ ।
ତାର୍ ପଚେ ସେ ବିନ୍ ସିସ୍ ଜେକି ଆଗ୍ତୁ କେଟି ରଇଲା ସେ ପାଆର୍ ବିତ୍ରେ ଜାଇକରି ସେଟା ସବୁ ଦେକିକରି ବିସ୍ବାସ୍ କଲା ।
ଆରାଜିତା ଟାନେ ପାଲାଇବା ଲକ୍ ବେସି ଆଚତ୍, ଏଟା ସତ୍ । ମାତର୍ ଗଟେକ୍ ଲକ୍କେସେ ପୁରୁସ୍କାର୍ ମିଲ୍ସି । ଏଟା ତମେ ଜାନିଆଚାସ୍ । ତମେ ମିସା ପୁରୁସ୍କାର୍ ପାଇଲା ପାରା ପାଲାଆ ।
କାଇକେ ବଇଲେ ଜଦି ତମ୍କେ ଦାନ୍ ଦେବାକେ ମନ୍ଆଚେ, ତମର୍ ପାର୍ବା ଏତେକ୍ ଦେଲାସ୍ନି । ତମେ ଦେବାଟା ପର୍ମେସର୍ ସଙ୍ଗଇସି । କାଇକେବଇଲେ, ତମେ ନାପାର୍ବା ଏତ୍କି ଦିଆ ବଲି ମାଙ୍ଗେ ନାଇ ।