8 ତାର୍ ପଚେ ସେ ବିନ୍ ସିସ୍ ଜେକି ଆଗ୍ତୁ କେଟି ରଇଲା ସେ ପାଆର୍ ବିତ୍ରେ ଜାଇକରି ସେଟା ସବୁ ଦେକିକରି ବିସ୍ବାସ୍ କଲା ।
ଅବ୍ରାମ୍ ତାକେ କଇଲା, “ତର୍ ବାଇମନ୍ ମସାର୍ ଆରି ବବିସତ୍ବକ୍ତାମନର୍ କାତା ନ ସୁନତ୍ ବଇଲେ ମଲାଟାନେଅନି ଉଟିକରି ଗଟେକ୍ ଲକ୍ ଜାଇ କଇଲେ ମିସା ସେମନ୍ ନ ମାନତ୍ ।”
ଜିସୁ ତାକେ କଇଲା, “ମୁଇ ତକେ ଡୁମ୍ରି ଗଚ୍ ତଲେ ଟିଆଅଇଲାଟା ଦେକ୍ଲି ବଲି କଇଲାକେ ବିସ୍ବାସ୍ କଲୁସ୍ନି କି ? ଇତିଅନି ଆରି ଅଦିକ୍ ବଡ୍ ବଡ୍ କାବା ଅଇଜିବା ବିସଇମନ୍ ଦେକ୍ସୁ ।”
ସେଟାର୍ ପାଇ ତେଇ ରଇଲା ବିନ୍ ସିସ୍ମନ୍ ତମା ଆଇଲା ପଚେ କଇଲାଇ, ଆମେ ମାପ୍ରୁକେ ଦେକ୍ଲୁ ଆଚୁ । ମାତର୍ ତମା କଇଲା, “ମୁଇ ତାର୍ ଆତେ କୁଟିର୍ ଚିନ୍ ନ ଦେକ୍ତେ ଆରି ସେ ଚିନେ ମର୍ ଆଙ୍ଗ୍ଟି ନ ଚିଙ୍ଗ୍ଲାଇବା ଜାକ ଆରି ତାର୍ ପାଞ୍ଜ୍ରାଇ ଆତ୍ ନ ପୁରାଇବା ଜାକ ବିସ୍ବାସ୍ ନ କରି ।”
ଜିସୁ ତାକେ କଇଲା, “ତୁଇ ମକେ ଦେକିକରି ବିସ୍ବାସ୍ କଲୁସ୍ନି କି ? ମାତର୍ ଜନ୍ ଲକ୍ମନ୍ ମକେ ନ ଦେକିକରି ମିସା ବିସ୍ବାସ୍ କଲାଇନି, ସେମନ୍ କେତେ ସାର୍ଦା ପାଇବାଇ ! ”
ସେମନ୍ ଦୁଇ ଲକ୍ ମିସ୍ତେ ପାଲାଇତେ ରଇଲାଇ । ଆରି ସେ ବିନ୍ ସିସ୍ ପିତର୍କେ ପଚେ କରି ଆଗ୍ତୁ ସଙ୍ଗଇ ରଇଲା ଜାଗାଇ କେଟ୍ଲା ।