1 ତାର୍ ପଚେ ଜିସୁ ନିଜେ ଆରି ତରେକ୍ ସିସ୍ମନ୍କେ ତିବିରିଆର୍ ଗାଡ୍ପାଲି ଦେକାଇଅଇଲା । ସେଟା ଏନ୍ତି ଅଇଲା ।
ମାତର୍ ମୁଇ ମରିକରି ଆରି ତର୍ ଉଟ୍ଲା ପଚେ, ତମର୍ ଆଗ୍ତୁ ଆଗ୍ତୁ ଗାଲିଲି ରାଇଜେ ଜିବି ।”
ଜିସୁ କଇବା ଇସାବେ ତାର୍ ଏଗାର୍ଟା ସିସ୍ମନ୍ ଗାଲିଲିର୍ ଗଟେକ୍ ଡଙ୍ଗର୍ ଉପ୍ରେ ଗାଲାଇ ।
“ତମେ ଦାପ୍ରେ ଜାଇ ତାର୍ ସିସ୍ମନ୍କେ କୁଆ, ସେ ଆରି ତରେକ୍ ଜିବନ୍ ଅଇଆଚେ ଆରି ତମର୍ ଆଗେ ଆଗେ ଗାଲିଲି ଗାଲା ଆଚେ । ତମେ ତେଇ ତାକେ ଦେକ୍ସା । ମୁଇ ଜାଇଟା କଇଲି ମନେ ରକିରୁଆ ।”
ତାର୍ପଚେ ଦୁଇଟା ସିସ୍ମନ୍ ଗଟେକ୍ ଗାଏଁ ଜିବାବେଲେ ଜିସୁ ସେମନ୍କେ ବିନ୍ ରୁପେ ଦେକାଇଅଇଲା । ସିସ୍ମନ୍ ତାକେ ଚିନି ନାପାର୍ଲାଇ ।
ତାର୍ପଚେ ଏଗାର୍ଟା ସିସ୍ମନ୍ କାଇବାବେଲେ ଜିସୁ ସେମନ୍କେ ଦେକାଇଅଇଲା । ଜିସୁ ମଲାଟାନେଅନି ଉଟ୍ଲାଟା ଦେକିରଇଲା ଲକ୍ମନ୍ କଇଲା କାତା ବିସ୍ବାସ୍ ନ କରି, ସେମନର୍ ମନ୍ ଆଁଟ୍ କଲାର୍ ଲାଗି ସେମନ୍କେ ଲାଗ୍ଲା ।
“ତମେ ଜାଇକରି ତାର୍ ସିସ୍ମନ୍କେ ଆରି ପିତର୍କେ ବାଇଦରେ କୁଆ, ତମେ ଜିବା ଆଗ୍ତୁ ଜିସୁ ଗାଲିଲି ଗଡେ ଗାଲା ଆଚେ । ସେ ତମ୍କେ ଜେନ୍ତି କଇରଇଲା, ସେନ୍ତିସେ ଗାଲିଲି ଗଡେ ତାକେ ଦେକ୍ସା ।” ବଲି କଇଲା ।
ଜିସୁ ମରିକରି ଜିବନ୍ଅଇ, ସିସ୍ମନ୍କେ ଏଟା ସଙ୍ଗ୍ ମିସାଇ, ତିନ୍ତର୍ ଦେକାଇଅଇଲା ।
ତାର୍ ପଚେ ଜିସୁ ଗାଲିଲି ଗାଡ୍ ସେପାଟେ ସେ ଗାଡ୍କେ ତିବିରିଆ ଗାଡ୍ ବଲି ମିସା କଇବାଇ, ସେ ଜାଗାଇ ଗାଲା ।
ଜନ୍ ଜାଗାଇ ମାପ୍ରୁ ଜିସୁ ପାର୍ତନା କରି ଲକ୍ମନ୍କେ ରୁଟି କାଇବାକେ ଦେଇରଇଲା, ସେ ଜାଗା ଲଗେ ତିବିରିଆ ଗାଡେଅନି ଆରି କେତେଟା ଡଙ୍ଗା ଆସି କେଟ୍ଲା ।
ସେ ଦୁକ୍ କସ୍ଟ ଅଇଲାପଚେ, ସେମନ୍କେ ନିଜେ ବେସି ତର୍ ଦେକାଇଅଇଲା । ଚାଲିସ୍ ଦିନ୍ଜାକ ବିନ୍ ବିନ୍ ବେଲାଇ ଦେକାଇଅଇଲା । ମଲାତେଇଅନି ଉଟ୍ଲାଟା ସତ୍ସଙ୍ଗ୍ ଜାନାଇଲା । ସେମନ୍ ତାକେ ଦେକ୍ଲାଇ, ଆରି ସେ ସେମନର୍ସଙ୍ଗ୍ ପର୍ମେସରର୍ ରାଇଜ୍ ବିସଇନେଇ କାତା ଅଇଲା ।