10 ତାର୍ ପଚେ ଜିସୁ “ତମେ ଏବେ ଦାର୍ଲା କେତେଟା ମାଚ୍ ଆନା ।” ବଲି କଇଲା ।
ସେଟା ଦେକି ସେମନ୍ ସାର୍ଦା ଅଇକରି କାବାଅଇ ଗାଲାଇ ମିସା ତାକେ ବିସ୍ବାସ୍ କରତ୍ ନାଇ । ସେଟାର୍ ପାଇ ଜିସୁ ସେମନ୍କେ ପାଚାର୍ଲା, “ତମର୍ ଲଗେ କାଇଟା କାଇବାଟା ଆଚେ କି ?”
ସେଟାର୍ ପାଇ ସିମନ୍ ପିତର୍ ଜାଇ ମାଚ୍ ବର୍ତି ରଇଲା ଜାଲ୍ ପଦାପାଲିକେ ଜିକି ଆନ୍ଲା । ସେ ଜାଲେ ସଏ ପଚାସ୍ ତିନ୍ଟା ବଡ୍ବଡ୍ ମାଚ୍ ଲାଗି ରଇଲାଇ । ମାଚ୍ମନର୍ ଲାଗି ବେସି ବଜ୍ ରଇଲା ମିସା, ଜାଲ୍ ଚିଡେନାଇ ।
ଜିସୁ ତାକର୍ ଲଗେ ଜାଇ ରୁଟି ଆରି ମାଚ୍ ବାଟାକରିଦେଲା ।
ସିସ୍ମନ୍ ଡଙ୍ଗାଇଅନି ଉତ୍ରିକରି ପଦାଇ କେଟ୍ଲାବେଲେ, ଜଇରଇଲା ଇଙ୍ଗ୍ରା ଉପ୍ରେ କେତେଟା ବାଜିଅଇଲା ମାଚ୍ ଆରି ରୁଟି ସଙ୍ଗଇଅଇ ରଇଲାଟା ଦେକ୍ଲାଇ ।
ଜିସୁ ରୁଟି ଦାରି ପର୍ମେସର୍କେ ଦନିଅବାଦ୍ ଦେଲା ଆରି ତେଇ ବସିରଇବା ଲକ୍ମନ୍କେ ବାଟାକରି ଦେଲା । ସେନ୍ତିସେ ମାଚ୍ ମିସା ବାଟାକରି ଦେଲା । ତେଇ ସେମନ୍କେ ପେଟ୍ ପୁର୍ତେ କାଇବାକେ ମିଲ୍ଲା ।
ମାତର୍ ଏତ୍କି ଲକର୍ପାଇ ସେଟା ନ ଅଏ ।”