11 ସେଟାର୍ ପାଇ ସିମନ୍ ପିତର୍ ଜାଇ ମାଚ୍ ବର୍ତି ରଇଲା ଜାଲ୍ ପଦାପାଲିକେ ଜିକି ଆନ୍ଲା । ସେ ଜାଲେ ସଏ ପଚାସ୍ ତିନ୍ଟା ବଡ୍ବଡ୍ ମାଚ୍ ଲାଗି ରଇଲାଇ । ମାଚ୍ମନର୍ ଲାଗି ବେସି ବଜ୍ ରଇଲା ମିସା, ଜାଲ୍ ଚିଡେନାଇ ।
ତାର୍ ପଚେ ଜିସୁ “ତମେ ଏବେ ଦାର୍ଲା କେତେଟା ମାଚ୍ ଆନା ।” ବଲି କଇଲା ।
ଜିସୁ ସେମନ୍କେ “ଆସା କାଆ !” ବଲି କଇଲା । ସିସ୍ମନର୍ ବିତ୍ରେଅନି କେ ମିସା ତୁଇ କେ ? ବଲି ପାଚାର୍ବାକେ ସାଆସ୍ କରତ୍ ନାଇ । କାଇକେ ବଇଲେ ସେମନ୍ ସେ ମାପ୍ରୁ ବଲି ଜାନି ରଇଲାଇ ।
ତେଇ ପିତରର୍ କାତା ସୁନି ବେସି ଲକ୍ ବିସ୍ବାସ୍ କଲାଇ । ଆରି ସିସ୍ମନ୍ ସେମନ୍କେ ଡୁବନ୍ ଦେଲାଇ । ସେ ଦିନେ ତିନ୍ଅଜାର୍ ଲକ୍ମନ୍ ତାକର୍ ଦଲେ ମିସ୍ଲାଇ ।