12 ଜିସୁ ସେମନ୍କେ “ଆସା କାଆ !” ବଲି କଇଲା । ସିସ୍ମନର୍ ବିତ୍ରେଅନି କେ ମିସା ତୁଇ କେ ? ବଲି ପାଚାର୍ବାକେ ସାଆସ୍ କରତ୍ ନାଇ । କାଇକେ ବଇଲେ ସେମନ୍ ସେ ମାପ୍ରୁ ବଲି ଜାନି ରଇଲାଇ ।
ଜିସୁକେ ଇତିର୍ ଉତର୍ କେ ମିସା ଦେଇ ନାପାର୍ଲାଇ । ସେ ଦିନେଅନି, ଆରି ତାକେ କେ ମିସା କାଇ ପର୍ସନ୍ ପାଚାର୍ବାକେ ସାଆସ୍ କରତ୍ ନାଇ ।
ମାତର୍ ଜିସୁ କଇବା ଏ କାତାର୍ ଅରତ୍ ସିସ୍ମନ୍ ବୁଜତ୍ ନାଇ ଆରି ସେମନ୍ ସେ କାତାର୍ ଅରତ୍ ପାଚାର୍ବାକେ ଡର୍ଲାଇ ।
ମାତର୍ ସିସ୍ମନ୍ ସେ କାତା ବୁଜିନାପାର୍ଲାଇ, ଆରି ସେଟା ତାକର୍ଟାନେଅନି ଲୁଚିରଇଲା । ତେବର୍ପାଇ ସେମନ୍ ଏଟା ବୁଜିନାପାର୍ଲେ ମିସା ଜିସୁକେ ପାଚାର୍ବାକେ ଡର୍ତେରଇଲାଇ ।
ସେମନ୍ ମକେ ପାଚାର୍ବାକେ ମନ୍ କଲାଇନି ବଲି ଜିସୁ ଜାନିକରି ସେମନ୍କେ କଇଲା, “ଚନେକ୍ ଗାଲେ ତମେ ଆରି ମକେ ଦେକି ନାପାରାସ୍ ଆରି ଚନେକ୍ ଗାଲାପଚେ ମକେ ଦେକ୍ସା ବଲି କଇଲା ଏ କାତା ନେଇକରି ତମର୍ ତମର୍ ବିତ୍ରେ କାଇକେ କୁଆବଲା ଅଇଲାସ୍ନି ?
ସେଟାର୍ ପାଇ ସିମନ୍ ପିତର୍ ଜାଇ ମାଚ୍ ବର୍ତି ରଇଲା ଜାଲ୍ ପଦାପାଲିକେ ଜିକି ଆନ୍ଲା । ସେ ଜାଲେ ସଏ ପଚାସ୍ ତିନ୍ଟା ବଡ୍ବଡ୍ ମାଚ୍ ଲାଗି ରଇଲାଇ । ମାଚ୍ମନର୍ ଲାଗି ବେସି ବଜ୍ ରଇଲା ମିସା, ଜାଲ୍ ଚିଡେନାଇ ।
ସେମନ୍ କାଇଲା ପଚେ ଜିସୁ ସିମନ୍ ପିତର୍କେ କଇଲା, “ଜଅନର୍ ପଅ ସିମନ୍, ତୁଇକାଇ ଏମନର୍ତେଇଅନି ମକେ ଅଦିକ୍ ଆଲାଦ୍ କଲୁସ୍ନି କି ?” ପିତର୍ କଇଲା, “ଉଁ ମାପ୍ରୁ ମୁଇ ଆଲାଦ୍ କଲିନି ବଲି ତୁଇ ଜାନିଆଚୁସ୍ ।” ଜିସୁ ତାକେ “ତୁଇ ମର୍ ମେଣ୍ଡାମନ୍କେ ନିମାନ୍ କରି ଜତନ୍ କର୍ ।” ବଲି କଇଲା ।
ସେବେଲା ଜିସୁର୍ ସିସ୍ମନ୍ ଗଡେଅନି ବାଉଡି ଆଇଲାଇ । ଜିସୁ ଗଟେକ୍ ମାଇଜିସଙ୍ଗ୍ କାତା ଅଇବାଟା ଦେକି କାବାଅଇଗାଲାଇ । ମାତର୍ ତାକେ କେ ମିସା ତୁଇ କାଇକେ ତାର୍ ସଙ୍ଗ୍ କାତା ଅଇଲୁସ୍ନି, କି କାଇ ବିସଇ ତମେ କାତା ଅଇତେ ରଇଲାସ୍ ? ବଲି ପାଚାର୍ବାକେ ସାଆସ୍ କରତ୍ନାଇ ।
ସବୁଲକ୍ ତାକେ ଦେକ୍ବାକେ ପର୍ମେସର୍ ଦେଏନାଇ, ଅବ୍କା ସେ ବାଚ୍ଲା ସାକିମନ୍କେସେ । ତାକେ ଆରିତରେକ୍ ଜିବନ୍ କରାଇଲାପଚେ, ତାର୍ ସଙ୍ଗ୍ କାଆ ପିଇ ଅଇରଇଲା ଲକ୍ମନ୍ ଆମେସେ ।