ଜଅନ୍ 21:17 - ସତିଅର୍ ବାଟ୍ ନୁଆ ନିୟମ୍ 202017 ଜିସୁ ଦୁଇତର୍ ପାଚାରି ସାରି ଆରିତରେକ୍ ପାଚାର୍ଲା, “ଏ ଜଅନର୍ ପଅ ସିମନ୍ ତୁଇ ମକେ ଆଲାଦ୍ କଲୁସ୍ନି କି ?” ଜିସୁ ତାକେ ତିନ୍ ତର୍ ଜାକ ଗଟେକ୍ କାତାସେ ପାଚାର୍ଲାଜେ ପିତର୍ ଦୁକ୍ ଅଇଗାଲା, ଆରି କଇଲା, “ଏ ମାପ୍ରୁ ! ମୁଇ ଆଲାଦ୍ କଲିନି ବଲି ତୁଇ ସବୁ ଜାନିଆଚୁସ୍ ।” ଜିସୁ ପିତର୍କେ କଇଲା, “ତୁଇ ମର୍ ମେଣ୍ଡାମନ୍କେ ନିମାନ୍ କରି କୁଆଉ । အခန်းကိုကြည့်ပါ။ |
ବାଇମନ୍ ଆମେ ବଡ୍ପନ୍ ଅଇକରି କଇବା ଗଟେକ୍ କାତା ଆଚେ । ସେଟା ଆମେ ସତ୍ ବଲି ଜାନ୍ଲୁନି ଆରି ସେଟା ଅଇଲାନି, । ସବୁଲକର୍ଟାନେ ଆରି, ତମର୍ଟାନେ ମିସା ଆମର୍ ଚଲାଚଲ୍ତି ସୁକଲ୍ ଆରି ଦରମ୍ ଆଚେ । ଏଟା ଆମର୍ ବିବେକ୍ ସାକି ଦେଲାନି । ଲକ୍ମନର୍ ଗିଆନ୍ ଇସାବେ ଆମେ କରୁନାଇ, ମାତର୍ ପର୍ମେସରର୍ ଜିବନ୍ ଦୁକାଇଲା ବପୁର୍ ସଙ୍ଗ୍ ଏ ସବୁଜାକ କଲୁନି ।