19 ସେ କେନ୍ତାରି ଅଇ ମରିକରି ପର୍ମେସରର୍ ଡାକ୍ପୁଟା କର୍ସି, ସେଟା ଜାନାଇବାକେ ଜିସୁ ଏନ୍ତାରି କଇଲା । ଏନ୍ତି କଇ ସାରାଇ ସେ ପିତର୍କେ କଇଲା “ମର୍ ସଙ୍ଗ୍ ଆଉ ।”
ଜନ୍ ଲକ୍ ନିଜର୍ କୁରୁସ୍ ବଇ ମର୍ ସଙ୍ଗ୍ ନ ଆସେ ବଇଲେ ସେ ମର୍ ସିସ୍ ଅଇବାକେ ଅଦିକାର୍ ନ ପାଏ ।
ଜିସୁ ସେମନ୍କେ କଇଲା, “ଏ କାତା ସତ୍ ବଲି ଜାନ୍ସା, ଜେଡେବେଲେ ନୁଆ ଜୁଗେ ନର୍ପିଲା ମୁଇ ମର୍ ଡାକ୍ପୁଟା ଅଇବା ବସ୍ବାଟାନେ ବସ୍ବି । ମର୍ ବାର୍ଟା ସିସ୍, ତମେ ମିସା, ବାର୍ଟା ବସ୍ବାଟାନେ ବସି ଇସ୍ରାଏଲର୍ ବାର୍ଟା କୁଟୁମ୍କେ ସାସନ୍ କର୍ସା ।
ମାତର୍ ଜିସୁ ତାକେ କଇଲା, “ମରିଗାଲା ଲକ୍ମନ୍ ମଲା ଲକ୍ମନ୍କେ ତପତ୍, ତୁଇ ମର୍ ପଚେ ପଚେ ଆଉ ।”
ଜନ୍ ଲକ୍ ମର୍ ସେବା କର୍ବାକେ ମନ୍ କଲାନି, ସେ ମର୍ ସଙ୍ଗ୍ ଆସ । ମୁଇ ଜନ୍ ଜାଗାଇ ରଇବି, ମର୍ ସେବା କାମ୍ କର୍ବା ଲକ୍ମନ୍ମିସା ସେ ଜାଗାଇ ରଇବାଇ । ଆରି ସେ ମର୍ ଆରି ମର୍ ବାବା ପର୍ମେସରର୍ ସନ୍ମାନ୍ ପାଇସି ।”
ସେ କେନ୍ତିଅଇ ମର୍ବାକେ ଗାଲାନି, ସେଟା ଜାନାଇବାକେ ଏନ୍ତି କଇରଇଲା ।
ଜିସୁ କେନ୍ତାରି ଅଇ ମର୍ବାକେ ଗାଲାନି ସେ ବିସଇ ନେଇକରି ଜନ୍ କାତା କଇରଇଲା ସେ କାତା ସିଦ୍ଅଇବାକେ ଏନ୍ତି ଅଇଲା ।
“ମୁଇ ତକେ ସତ୍ କାତା କଇଲିନି, ତୁଇ ଦାଙ୍ଗ୍ଡା ରଇଲାବେଲେ, ଚକା ପଚିଆ ପିନ୍ଦି କରି ଜେନେ ପାର୍ଲା ତେନେ ଜାଇତେ ରଇଲୁସ୍ । ମାତର୍ ଡକ୍ରା ଅଇଲେ ଆତ୍ ଟେକ୍ସୁ, ଆରି ବିନ୍ ଲକ୍ମନ୍ ତକେ ବାନ୍ଦି ଜନ୍ତି ଜିବାକେ ମନ୍ ନ ରଏ, ସେ ବାଟେସେ ତକେ ନେବାଇ ।”
ଜିସୁ ତାକେ କଇଲା, “ଏ ଦୁନିଆଇ ଆରି ତରେକ୍ ଆଇବା ଜାକ ସେ ବଁଚି କରି ରଅ ବଲି ମୁଇ ମନ୍ କଲିନି ବଇଲେ, ଏଟାର୍ପାଇ ତୁଇ କାଇକେ ଚିନ୍ତା କଲୁସ୍ନି ? ତୁଇ ମର୍ ସଙ୍ଗ୍ ଆଉ ।”
ମୁଇ ଦିଆନ୍ ଦେଇ ଆରି ଆସା କରି ଜାଗ୍ଲିନି । ମୁଇ ଜିବନ୍ ରଇଲେ କି ମର୍ବାକେ ଅଇଲେ ମିସା ମର୍ କାମ୍ଟାନେ ଏଲା ନ କରି । ମାତର୍ ଅଦିକାର୍ ସଙ୍ଗ୍ ରଇବା ଲକ୍ମନର୍ ମୁଆଟେ କାତା ଅଇବାକେ ମକେ ଅଦିକ୍ ସାଆସ୍ ଆଇସି । ଏନ୍ତାରିକରି ମୁଇ ଜେତ୍କି କାମ୍ କଲିନି, କିରିସ୍ଟକେ ଡାକ୍ପୁଟା କରାଇବି ।
ମର୍ ଜିବନ୍ ଦାପ୍ରେ ସାରିଜାଇସି ବଲି ମୁଇ ଜାନି । କାଇକେବଇଲେ ଆମର୍ ମାପ୍ରୁ ଜିସୁକିରିସ୍ଟ ମକେ ନିକସଙ୍ଗ୍ ଜାନାଇଆଚେ ।