ଜଅନ୍ 21:2 - ସତିଅର୍ ବାଟ୍ ନୁଆ ନିୟମ୍ 20202 ଜିସୁର୍ କେତେଟା ସିସ୍ମନ୍ ଗଟେକ୍ ତେଇ ରୁଣ୍ଡିରଇଲାଇ । ସେମନ୍ ଅଇଲାଇନି, ସିମନ୍ ପିତର୍, ବିଦୁମ୍ ବଲି ଡାକ୍ବା ତମା ନାଉଁର୍ ସିସ୍, ଗାଲିଲି ଦେସର୍ କାନା ଗଡେ ରଇଲା ନିତନିଏଲ୍, ଜେବଦିର୍ ଦୁଇଟା ପିଲା ଜାକୁବ୍, ଜଅନ୍ ଆରି ବିନ୍ ଦୁଇଟା ସିସ୍ମନ୍ । အခန်းကိုကြည့်ပါ။ |