ଜଅନ୍ 21:20 - ସତିଅର୍ ବାଟ୍ ନୁଆ ନିୟମ୍ 202020 ପିତର୍ ପାସ୍ଲିକରି ଜିସୁର୍ ଆଲାଦର୍ ବିନ୍ ସିସ୍କେ ଦେକ୍ଲା । ଜାକେ କି ଜିସୁ ବେସି ଆଲାଦ୍ କର୍ତେରଇଲା । ଜନ୍ ସିସ୍ କି ରାତିଆ କାଇଲାବେଲେ ଜିସୁର୍ ବୁକେ ଆଉଜି ଅଇକରି ପାଚାରିରଇଲା । “ମାପ୍ରୁ କେ ତମ୍କେ ବିସ୍ବାସେ ବିସ୍ ଦେଲାପାରା ସତ୍ରୁମନ୍କେ ସର୍ପି ଦେଇସି ?” အခန်းကိုကြည့်ပါ။ |