21 ପିତର୍ ସେ ସିସ୍କେ ଦେକି ଜିସୁକେ ପାଚାର୍ଲା, “ଏ ମାପ୍ରୁ ଆର୍ ବିସଇ କାଇଟା ଅଇସି ?”
ପିତର୍ ପାସ୍ଲିକରି ଜିସୁର୍ ଆଲାଦର୍ ବିନ୍ ସିସ୍କେ ଦେକ୍ଲା । ଜାକେ କି ଜିସୁ ବେସି ଆଲାଦ୍ କର୍ତେରଇଲା । ଜନ୍ ସିସ୍ କି ରାତିଆ କାଇଲାବେଲେ ଜିସୁର୍ ବୁକେ ଆଉଜି ଅଇକରି ପାଚାରିରଇଲା । “ମାପ୍ରୁ କେ ତମ୍କେ ବିସ୍ବାସେ ବିସ୍ ଦେଲାପାରା ସତ୍ରୁମନ୍କେ ସର୍ପି ଦେଇସି ?”
ଜିସୁ ତାକେ କଇଲା, “ଏ ଦୁନିଆଇ ଆରି ତରେକ୍ ଆଇବା ଜାକ ସେ ବଁଚି କରି ରଅ ବଲି ମୁଇ ମନ୍ କଲିନି ବଇଲେ, ଏଟାର୍ପାଇ ତୁଇ କାଇକେ ଚିନ୍ତା କଲୁସ୍ନି ? ତୁଇ ମର୍ ସଙ୍ଗ୍ ଆଉ ।”