ଜଅନ୍ 21:22 - ସତିଅର୍ ବାଟ୍ ନୁଆ ନିୟମ୍ 202022 ଜିସୁ ତାକେ କଇଲା, “ଏ ଦୁନିଆଇ ଆରି ତରେକ୍ ଆଇବା ଜାକ ସେ ବଁଚି କରି ରଅ ବଲି ମୁଇ ମନ୍ କଲିନି ବଇଲେ, ଏଟାର୍ପାଇ ତୁଇ କାଇକେ ଚିନ୍ତା କଲୁସ୍ନି ? ତୁଇ ମର୍ ସଙ୍ଗ୍ ଆଉ ।” အခန်းကိုကြည့်ပါ။ |
ସେଟାର୍ପାଇ ତମେ କାକେ ମିସା କାଇ ବିସଇ ନେଇ ବିଚାର୍ କରାନାଇ । କାଇକେବଇଲେ ବିଚାର୍ନା କର୍ବାକେ ବେଲା ଅଏ ନାଇତା । ମାପ୍ରୁ ବିଚାର୍ନା କର୍ବାକେ ଆଇବାଜାକ ଜାଗା । ମାପ୍ରୁ ଆଇଲେ ଆକା ସାରାସାରି ବିଚାର୍ନା ଅଇସି । ସେ ଆନ୍ଦାର୍ ବିତ୍ରେ ଲୁଚ୍ତେ ରଇଲା ସବୁ ବିସଇ ଉଜଲେ ଦେକାଇ ଦେଇସି । ଆରି ଲକ୍ମନର୍ ମନ୍ ବିତ୍ରର୍ କାତା ସବୁ ଦେକାଇ ଦେଇସି । ସେଡ୍କି ବେଲେ ସବୁଲକ୍ ପର୍ମେସରର୍ ଟାନେଅନି ଲାଡ୍ ପାଇବାଇ ।