ଜଅନ୍ 21:23 - ସତିଅର୍ ବାଟ୍ ନୁଆ ନିୟମ୍ 202023 ତେବେ ଜିସୁ ଜନ୍ ସିସ୍କେ ଆଲାଦ୍ କର୍ତେ ରଇଲା, ସେ ନ ମରେ ବଲି କଇରଇଲା ବିସଇ ଗୁଲାଇ ବାଟର୍ ବିସ୍ବାସ୍ କର୍ବା ବାଇମନର୍ତେଇ କେଟ୍ଲା । ମାତର୍ ସେ ନ ମରେ ବଲି ଜିସୁ କଇ ନ ରଇଲା । ମୁଇ ଏ ଦୁନିଆଇ ଆରି ତରେକ୍ ଆଇବା ଜାକ ସେ ବଁଚିକରି ରଅ ବଲି ମୁଇ ଜଦି ମନ୍ କଲିନି ବଇଲେ, ଏଟାର୍ପାଇ ତୁଇ କାଇକେ ଚିନ୍ତା କଲୁସ୍ନି ? ବଲି କଇରଇଲା । အခန်းကိုကြည့်ပါ။ |
ସେଟାର୍ପାଇ ତମେ କାକେ ମିସା କାଇ ବିସଇ ନେଇ ବିଚାର୍ କରାନାଇ । କାଇକେବଇଲେ ବିଚାର୍ନା କର୍ବାକେ ବେଲା ଅଏ ନାଇତା । ମାପ୍ରୁ ବିଚାର୍ନା କର୍ବାକେ ଆଇବାଜାକ ଜାଗା । ମାପ୍ରୁ ଆଇଲେ ଆକା ସାରାସାରି ବିଚାର୍ନା ଅଇସି । ସେ ଆନ୍ଦାର୍ ବିତ୍ରେ ଲୁଚ୍ତେ ରଇଲା ସବୁ ବିସଇ ଉଜଲେ ଦେକାଇ ଦେଇସି । ଆରି ଲକ୍ମନର୍ ମନ୍ ବିତ୍ରର୍ କାତା ସବୁ ଦେକାଇ ଦେଇସି । ସେଡ୍କି ବେଲେ ସବୁଲକ୍ ପର୍ମେସରର୍ ଟାନେଅନି ଲାଡ୍ ପାଇବାଇ ।