24 ସେ ସିସ୍ ଏ ସବୁ ବିସଇ କଇଲାଆଚେ, ଏ ସବୁଜାକ ସେ ଲେକି ମିସା ଆଚେ ଆରି ସେଟା ଆମେ ଜାନୁ । ସେ ଜାଇଟା କଇଲା ଆଚେ ସେଟା ସବୁ ସତ୍ସେ ।
ଆରି ତମେ ମିସା ମର୍ ବିସଇସେ କଇସା, କାଇକେବଇଲେ ଆରାମେଅନି ତମେ ମର୍ ସଙ୍ଗ୍ ଆଚାସ୍ ।”
ଏଟା ଜେ ଦେକି ରଇଲା, ସେ ଏ ସାକି ଦେଲାଆଚେ । (ସେଟାର୍ ପାଇ ତମେ ମିସା ବିସ୍ବାସ୍ କରା । ତାର୍ ସାକିଦେଲାଟା ସତ୍ସେ । ଆରି ସେ ସତ୍କାତା କଇଲା ଆଚେ ବଲିକରି ନିଜେ ବିସ୍ବାସ୍ କର୍ସୁ ।)
ଜିସୁକିରିସ୍ଟ ପର୍ମେସରର୍ ପ ବଲିକରି, ଡୁବନ୍ ଦେଉ ଜଅନ୍ ତାକେ ପାନିତେଇ ଡୁବନ୍ ଦେଲା । ଆରି ସେ ମଲାବେଲେ ତାର୍ ବନି ରକଇଅଇଲା । ଏନ୍ତାରି ନଏଁ ଜେ ସେ ଅବ୍କା ପାନିସଙ୍ଗ୍ ଡୁବନ୍ ଅଇଲା, ମାତର୍ ତାର୍ ମରନେ ତାର୍ ବନି ରକଇଅଇଲା । ଏ ସବୁ ବିସଇ ସତ୍ ବଲି ସୁକଲ୍ଆତ୍ମା ଆମ୍କେ ସାକିଦେଲାନି । କାଇକେବଇଲେ ସେ ସତ୍ ଆତ୍ମା ।
ଡିମିତିର୍ ଗଟେକ୍ ନିକ ଲକ୍ ବଲି ମଣ୍ଡଲିର୍ ସବୁଲକ୍ କଇଲାଇନି । ସେ ସତ୍ ବିସଇ ଇସାବେ ଚଲାଚଲ୍ତି କଲାନି । ତେବର୍ପାଇ ସେ ଗଟେକ୍ ନିକ ଲକ୍ ବଲି ଆମେ ଜାନିଆଚୁ । ସେ ଗଟେକ୍ ନିକ ଲକ୍ ବଲି ମୁଇ ମିସା ସାକିଦେଲିନି । ଆରି ତମେ ଜାନାସ୍ ଆମେ ଗଟେକ୍ ଲକର୍ କାଇଆଲେ ବିସଇ କଇଲେ, ସେଟା ସତ୍ ।