25 ଜିସୁ କରିରଇବା କାମ୍ମନ୍ ଆରି କେତେକ୍ କେତେକ୍ ଆଚେ, ମାତର୍ ମର୍ ବିଚାର୍ ଇସାବେ ସେ ସବୁଜାକ ଜଦି ଗଟେକ୍ ଲକ୍ ଲେକ୍ଲେ, ଜେତ୍କି ବଇ ଲେକା ଅଇସି, ସେଟାମନ୍ ସଙ୍ଗଇବାକେ ଟାନ୍ ନ ଅଏ ।
କାଣାମନ୍ ଦେକିପାର୍ଲାଇନି, ଚଟାମନ୍ ଇଣ୍ଡ୍ଲାଇନି, ବଡ୍ ରଗିମନ୍ ନିମାନ୍ ଅଇଲାଇନି, ବଇରାମନ୍ ସୁନ୍ଲାଇନି, ମଲା ଲକ୍ମନ୍ ଜିବନ୍ ଅଇଲାଇନି ଆରି ଗରିବ୍ ଲକ୍ମନର୍ ଲଗେ ନିମାନ୍ କବର୍ କେଟ୍ଲାନି ।
ଆରି ତରେକ୍ କଇଲିନି, ଗଟେକ୍ ବଡ୍ଟା ପସୁ ଜେନ୍ତି ସୁଜି କାଣାବାଟେ ଚିଙ୍ଗ୍ଲି ଜିବାକେ ଆବଡ୍, ସାଉକାର୍ ଲକ୍ ସରଗ୍ ରାଇଜେ କେଟ୍ବାଟା ଅଦିକ୍ ଆବଡ୍ ।”
ଆରି ଜନ୍ ଲକ୍ମନ୍ ଦେକିରଇଲାଇ, ସେମନ୍ ସେ ଡୁମା ଦାରିରଇବା ଲକ୍କେ କାଇଟା ଅଇରଇଲା, ସେଟା ଆରି ଗୁସ୍ରିମନ୍କେ ଅଇଲା ବିସଇ ସେମନ୍କେ କଇଦେଲାଇ ।
ନାଜରିତର୍ ଜିସୁର୍ ବିସଇ ଆରି ପରମେସର୍ ତାକେ କେନ୍ତି ସୁକଲ୍ ଆତ୍ମା ଆରି ବପୁ ପୁରାପୁରୁନ୍ ଦେଇରଇଲା, ସେଟା ଜାନୁସ୍ । ଆରି ଜାନିଆଚୁସ୍, ସେ ସବୁ ବାଟେ ଜାଇ ନିକନିକ କାମ୍ମନ୍ କରିରଇଲା । ସଇତାନର୍ ବାନ୍ଦନେ ରଇଲା ଲକ୍ମନ୍କେ ମୁକ୍ଲାଇଲା । କାଇକେବଇଲେ ପରମେସର୍ ତାର୍ ସଙ୍ଗ୍ ରଇଲା ।
ମିଲାଇବାଟାନେଅନି ଦାନ୍ଦେବାଟା ଅଦିକ୍ ସାର୍ଦାର୍ ବିସଇ ଅଇରଇସି । ନିଜେ ଜିସୁ ମାପ୍ରୁ ଏ ବାକିଅ ସୁମର୍ନା କରିରଇଲା । ଏନ୍ତାରି କସ୍ଟ କାମେଅନି ନାପାର୍ଲା ଲକ୍ମନ୍କେ ସାଇଜ କର୍ବାର୍ ଆଚେ । ଏ ବିସଇ ମୁଇ ତମ୍କେ ସବୁବେଲେ କରିଦେକାଇଆଚି ।”
ମୁଇ ଇତି ତେବ୍ବି । କାଇକେବଇଲେ ମୁଇ ଆରି କଇବାଟା ଆରାମ୍ କଲେ, ଗିଦିୟନ୍, ବାରାକ୍, ସାମ୍ସନ୍, ଜେପ୍ତା, ସାମୁଏଲ୍, ଆରି ବବିସତ୍ବକ୍ତାମନର୍ ବିସ୍ବାସ୍ ବିସଇ କାତା ଅଇବାକେ ବେଲା ନ କେଟେ ।