6 ଜିସୁ ସେମନ୍କେ କଇଲା, “ଡଙ୍ଗାର୍ ଉଜାବାଟେ ଜାଲ୍ ମାରା, ତମେ ମାଚ୍ଦାର୍ସା ଆଲେ ।” ସେ କଇଲା ପାରା ଜାଲ୍ ପାକାଇଲାଇ ଜେ, ଏତର୍ ତାକର୍ ଜାଲେ ଏତେକ୍ ମାଚ୍ ଲାଗ୍ଲାଇଜେ, ସେମନ୍ ଜାଲ୍ ଜିକି ନାପାର୍ଲାଇ ।
ଅପର୍ବଲ୍ ବର୍ସା ଅଇଲାକେ ଗାଡ୍ ପୁରି ଉଚଲ୍ଲା, ଜବର୍ ବାଉଦୁକା ଆଇଲା ଆରି ଗର୍ କୁରୁପ୍ନାସ୍ ଅଇଗାଲା । ସେ କୁରୁପ୍ନାସ୍ ଅଇଲାଟା କେଡେ ଇନସ୍ତା ରଇଲା ! ”
ଜିସୁର୍ ମା ବାଣ୍ଡାର୍ଗରିଆମନ୍କେ କଇଲା, “ଜିସୁ ତମ୍କେ ଜାଇଟା କଇସି ସେଟା କରା ।”
ତେଇ ପିତରର୍ କାତା ସୁନି ବେସି ଲକ୍ ବିସ୍ବାସ୍ କଲାଇ । ଆରି ସିସ୍ମନ୍ ସେମନ୍କେ ଡୁବନ୍ ଦେଲାଇ । ସେ ଦିନେ ତିନ୍ଅଜାର୍ ଲକ୍ମନ୍ ତାକର୍ ଦଲେ ମିସ୍ଲାଇ ।
ମାତର୍ ବେସି ଲକ୍ ସେମନର୍ ସିକିଆ ସୁନିକରି ବିସ୍ବାସ୍ କଲାଇ, ଆରି ତାକର୍ ବିତ୍ରେଅନି ମୁନୁସ୍ପିଲା ସେ ଅଦିକ୍ ଅଇକରି ପାକାପାକି ପାଁଚ୍ଅଜାର୍ ଅଇଲାଇ ।