ଜଅନ୍ 21:7 - ସତିଅର୍ ବାଟ୍ ନୁଆ ନିୟମ୍ 20207 ଜିସୁ ଜନ୍ ସିସ୍କେ ଆଲାଦ୍ କର୍ତେ ରଇଲା, ସେ ସିସ୍ ପିତର୍କେ କଇଲା, “ଏଦେ ଦେକା ! ଏଟା ନିଜେ ଆମର୍ ମାପ୍ରୁ ସେ !” ପିତର୍ ଏଟା ମାପ୍ରୁ ଆକା ବଲି କଇଲାଟା ସୁନିକରି ବେଟି ସଙ୍ଗଇଲା ବସ୍ତର୍ ପିନ୍ଦି ଗାଡେ ଡେଗଇଦେଲା । କାଇକେ ବଇଲେ ସେ ମାଚ୍ ଦାର୍ବାବେଲେ, ଉପ୍ରେ ପିନ୍ଦ୍ଲା ବସ୍ତର୍ ବେଟି ସଙ୍ଗଇ ରଇଲା । အခန်းကိုကြည့်ပါ။ |