8 ଆରି ବାକି ସିସ୍ମନ୍ ମାଚ୍ ବର୍ତି ରଇଲା ଜାଲ୍ ଜିକିଜିକି ଡଙ୍ଗା କଣ୍ଡିତେଇ ଆନି ଲାଗାଇଲାଇ । ସେମନ୍ କଣ୍ଡିଅନି ଦୁଇସ ଆତ୍ ଦୁରିକେସେ ରଇଲାଇ ।
ସେମନର୍ ଲଗେ ଜଡେକ୍ ପାରା କେତେଟା ସାନ୍ ମାଚ୍ ରଇଲା, ସେଟା ମିସା ସେ ପର୍ମେସର୍କେ ଦନିଅବାଦ୍ ଦେଇ ବାଟାକର୍ବାକେ କଇଲା ।
ଜିସୁ ଜନ୍ ସିସ୍କେ ଆଲାଦ୍ କର୍ତେ ରଇଲା, ସେ ସିସ୍ ପିତର୍କେ କଇଲା, “ଏଦେ ଦେକା ! ଏଟା ନିଜେ ଆମର୍ ମାପ୍ରୁ ସେ !” ପିତର୍ ଏଟା ମାପ୍ରୁ ଆକା ବଲି କଇଲାଟା ସୁନିକରି ବେଟି ସଙ୍ଗଇଲା ବସ୍ତର୍ ପିନ୍ଦି ଗାଡେ ଡେଗଇଦେଲା । କାଇକେ ବଇଲେ ସେ ମାଚ୍ ଦାର୍ବାବେଲେ, ଉପ୍ରେ ପିନ୍ଦ୍ଲା ବସ୍ତର୍ ବେଟି ସଙ୍ଗଇ ରଇଲା ।
ସିସ୍ମନ୍ ଡଙ୍ଗାଇଅନି ଉତ୍ରିକରି ପଦାଇ କେଟ୍ଲାବେଲେ, ଜଇରଇଲା ଇଙ୍ଗ୍ରା ଉପ୍ରେ କେତେଟା ବାଜିଅଇଲା ମାଚ୍ ଆରି ରୁଟି ସଙ୍ଗଇଅଇ ରଇଲାଟା ଦେକ୍ଲାଇ ।