9 ସିସ୍ମନ୍ ଡଙ୍ଗାଇଅନି ଉତ୍ରିକରି ପଦାଇ କେଟ୍ଲାବେଲେ, ଜଇରଇଲା ଇଙ୍ଗ୍ରା ଉପ୍ରେ କେତେଟା ବାଜିଅଇଲା ମାଚ୍ ଆରି ରୁଟି ସଙ୍ଗଇଅଇ ରଇଲାଟା ଦେକ୍ଲାଇ ।
ତାର୍ପଚେ ସଇତାନ୍ ଜିସୁକେ ଚାଡି ବାରିଗାଲା, ଆରି ଏଦେ ଦେକା ! ସରଗର୍ ଦୁତ୍ମନ୍ ଆସି ଜିସୁକେ ସେବା କର୍ବାର୍ ଦାର୍ଲାଇ ।
ତେବେ ମୁଇ ସେମନ୍କେ ନ କୁଆଇତେ ଗରେ ପାଟାଇଲେ, ବାଟେ ସେମନର୍ ଚେତା ଆଜିଜାଇସି, ସେମନର୍ ବିତ୍ରେ କେତେକ୍ ଲକ୍ ଦୁରେଅନି ଆସି ଆଚତ୍ ।”
ସିତ୍ କଲାଜେ ଗତିଦାଙ୍ଗ୍ଡାମନ୍ ଆରି ଜାଗୁଆଲ୍ମନ୍ ଜଇଲାଗାଇକରି ଚାରିବେଡ୍ତି ଟିଆଅଇ ଜଇ ଚେକ୍ତେ ରଇଲାଇ । ପିତର୍ ମିସା ସେମନର୍ ସଙ୍ଗ୍ ଟିଆଅଇକରି ଜଇଚେକ୍ତେ ରଇଲା ।
ତାର୍ ପଚେ ଜିସୁ “ତମେ ଏବେ ଦାର୍ଲା କେତେଟା ମାଚ୍ ଆନା ।” ବଲି କଇଲା ।
ଜିସୁ ତାକର୍ ଲଗେ ଜାଇ ରୁଟି ଆରି ମାଚ୍ ବାଟାକରିଦେଲା ।
ଆରି ବାକି ସିସ୍ମନ୍ ମାଚ୍ ବର୍ତି ରଇଲା ଜାଲ୍ ଜିକିଜିକି ଡଙ୍ଗା କଣ୍ଡିତେଇ ଆନି ଲାଗାଇଲାଇ । ସେମନ୍ କଣ୍ଡିଅନି ଦୁଇସ ଆତ୍ ଦୁରିକେସେ ରଇଲାଇ ।
ଜିସୁ ରୁଟି ଦାରି ପର୍ମେସର୍କେ ଦନିଅବାଦ୍ ଦେଲା ଆରି ତେଇ ବସିରଇବା ଲକ୍ମନ୍କେ ବାଟାକରି ଦେଲା । ସେନ୍ତିସେ ମାଚ୍ ମିସା ବାଟାକରି ଦେଲା । ତେଇ ସେମନ୍କେ ପେଟ୍ ପୁର୍ତେ କାଇବାକେ ମିଲ୍ଲା ।
ମାତର୍ ଏତ୍କି ଲକର୍ପାଇ ସେଟା ନ ଅଏ ।”