ଜଅନ୍ 3:21 - ସତିଅର୍ ବାଟ୍ ନୁଆ ନିୟମ୍ 202021 ମାତର୍ ଜନ୍ଲକ୍ ସତ୍ ଆରି ଟିକ୍ ଇସାବେ କାମ୍ କରି ଚଲାଚଲ୍ତି କଲାନି, ସେ ଉଜଲ୍ ଲଗେ ଆଇସି । ତେବେ, ସେ କର୍ବା କାମ୍ ପର୍ମେସରର୍ ମନ୍ କର୍ବା ଇସାବେ ଅଇଲାନି ।” အခန်းကိုကြည့်ပါ။ |
ବାଇମନ୍ ଆମେ ବଡ୍ପନ୍ ଅଇକରି କଇବା ଗଟେକ୍ କାତା ଆଚେ । ସେଟା ଆମେ ସତ୍ ବଲି ଜାନ୍ଲୁନି ଆରି ସେଟା ଅଇଲାନି, । ସବୁଲକର୍ଟାନେ ଆରି, ତମର୍ଟାନେ ମିସା ଆମର୍ ଚଲାଚଲ୍ତି ସୁକଲ୍ ଆରି ଦରମ୍ ଆଚେ । ଏଟା ଆମର୍ ବିବେକ୍ ସାକି ଦେଲାନି । ଲକ୍ମନର୍ ଗିଆନ୍ ଇସାବେ ଆମେ କରୁନାଇ, ମାତର୍ ପର୍ମେସରର୍ ଜିବନ୍ ଦୁକାଇଲା ବପୁର୍ ସଙ୍ଗ୍ ଏ ସବୁଜାକ କଲୁନି ।